ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
ନୂଆଦିଲ୍ଲୀ: ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ ଗସ୍ତରେ ଅଛନ୍ତି। ଶୁକ୍ରବାର ଦିଲ୍ଲୀର ହାଇଦ୍ରାବାଦ ହାଉସ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ପୁଟିନଙ୍କ ମଧ୍ୟରେ ବୈଠକ ହୋଇଛି। ଏହି ଅବସରରେ ପିଏମ୍ ମୋଦୀ କହିଛନ୍ତି, “ବିଶ୍ୱକୁ ଶାନ୍ତିର ଆବଶ୍ୟକତା ରହିଛି। ଭାରତ…