Latest Odisha News

BREAKING NEWS

କୋହଲି ଭାଙ୍ଗିଲେ ରେକର୍ଡ, ଶୀର୍ଷରେ ସୂର୍ଯ୍ୟକୁମାର

ଆଡିଲେଡ: ଆଜି ଟି୨୦ ବିଶ୍ୱକପରେ ଭାରତ ପାଇଁ ସବୁ କିଛି ଭଲ ହୋଇଛି କହିଲେ ଭୁଲ ହେବନି । ବାଂଲାଦେଶକୁ ହରାଇ ସେମିଫାଇନାଲର ନିକଟତର ହୋଇଥିବା ବେଳେ ବିରାଟ କୋହଲି ଏକ ନୂତନ କୀର୍ତିମାନ ସ୍ଥାପନ କରିଛନ୍ତି । ସେହିପରି ଟି୨୦ର‌୍ୟାଙ୍କିଙ୍ଗରେ ସୂର୍ଯ୍ୟକୁମାର ଯାଦବ ଶୀର୍ଷ ସ୍ଥାନ ହାସଲ କରିଛନ୍ତି…

ଚାଷ ଜମିରେ ଯୁବକଙ୍କୁ ଦଳିଦେଲା ଦନ୍ତା

କାମାକ୍ଷାନଗର : ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଦଦରାଘାଟି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ବସୁଲେଇ ଗାଁରେ ହାତୀ ଆତଙ୍କ । ୩୩ ଟି ହାତୀକୁ ଦେଖି ଗାଁଲୋକେ ଛାନିଆ । ଏହାସହ ଚାଷ ଜମିରେ ଜଣେ ଯୁବକଙ୍କୁ ଦଳି ଦେଇଛି ଦନ୍ତା । ମୃତ ଯୁବକ ଜଣକ ବସୁଲେଇ ଗାଁର ରାମ ବେହେରା । ରାମ ନିଜ ଘର…

ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧି ଦଳ

ଧାମନଗର : ରାତି ପାହିଲେ ଧାମନଗର ଉପନିର୍ବାଚନ । ଭୋଟ୍ ପଡିବା ପୂର୍ବରୁ ବୁଥ୍ ରିଗିଂ ନେଇ ଆଶଙ୍କା କରିଛି ବିଜେପି । ସ୍ୱଚ୍ଛ ଗତ ସାଧାରଣ ନିର୍ବାଚନ ଓ ପଞ୍ଚାୟତ ନିର୍ବାଚନରେ ଯାଜପୁର ଜିଲ୍ଲାରୁ ଗୁଣ୍ଡା ମାନେ ଆସି ବୁଥ୍ ଗୁଡିକୁ ରିଗିଂ କରିଥିଲେ । ଜିଲ୍ଲା ପ୍ରଶାସନ ଅବାଧ ଓ ନିରପେକ୍ଷ ଭୋଟିଂ…

ଚିହ୍ନି ପାରିବେ କି ଏହି ଫଟୋ କାହାର ?

ନୂଆଦିଲ୍ଲୀ: ନିକଟରେ ଆମର ଏକ ଅତି ପ୍ରିୟ ଜୀବର କ୍ଲୋଜ ଅପ ଫଟୋ ସମ୍ମୁଖକୁ ଆସିଛି । ଏହି ଫଟୋ ହରର ଫିଲ୍ମର ଦୃଶ୍ୟ ପରି ଲାଗୁଛି । ତେବେ ଏଥିପାଇଁ ଲିଥୁୟାନିୟାର ଫଟୋଗ୍ରାଫର ୟୁଜିନିୟସ କ୍ୱାଲିୟାଉସ୍କାନଙ୍କୁ ୨୦୨୨ ନିକନ ସ୍ମଲ ୱାର୍ଲ୍ଡ ଫଟୋ ମାଇକ୍ରୋଗ୍ରାଫି ପ୍ରତିଯୋଗିତାରେ ଶୀର୍ଷ ସ୍ଥାନ…

ଝାରସୁଗୁଡାରେ ବିଜେଡିର ଜନସମ୍ପର୍କ ପଦଯାତ୍ରା

ଝାରସୁଗୁଡା: ୨୦୨୪ ପାଇଁ ଅଙ୍କକଷା ଆରମ୍ଭ । ଝାରସୁଗୁଡାରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଏକ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଛି  ।  ଏହି ପଦଯାତ୍ରା ଝଣ୍ଡା ଛକରୁ ଆରମ୍ଭ ହୋଇ ଝାରସୁଗୁଡା ଟାଉନ ପରିକ୍ରମା କରିବା ସହ କାଳିମନ୍ଦିର ରୋଡସ୍ଥିତ ରାଉତରାୟ ବଗିଚାରେ ଏକ ସାଧାରଣ ସଭା ଅନୁଷ୍ଠିତ…

ପୁଣି ଚମକିଲେ କିଙ୍ଗ କୋହଲି, ବାଂଲାଦେଶକୁ ହରାଇ ସେମିର ନିକଟତର ହେଲା ଭାରତ

ଆଡିଲେଡ: ଏଠାରେ ଅନୁଷ୍ଠିତ ଏକ ରୋମାଂଚକ ମୁକାବିଲାରେ ଭାରତ ୫ ରନରେ ବାଂଲାଦେଶକୁ ପରାସ୍ତ କରିଛି । ଏଥିସହ ଭାରତ ସେମିର ନିକଟତର ହୋଇଛି । କିଛି ଅବିଶ୍ୱସନୀୟ ଘଟଣା ନ ଘଟିଲେ ଭାରତ ସେମିରେ ପ୍ରବେଶ କରିବ । ବର୍ଷା ଯୋଗୁ ଏହି ମ୍ୟାଚରେ ଡକ୍ୱୱର୍ଥ ଲୁଇସ ନିୟମ ଲାଗୁ କରାଯାଇଥିଲା । ଭାରତ…

ଖୋଲିବ କଳା ଟଙ୍କାର ଚିଠା, ଅର୍ଚ୍ଚନା ନାଗଙ୍କ ସହ ୪ ଜଣଙ୍କ ବିରୋଧରେ ଇଡି ରୁଜୁ କଲା ମାମଲା

ଭୁବନେଶ୍ୱର: ହନିଟ୍ରାପ୍, ବ୍ଲାକମେଲିଂ ଓ ବ୍ଲାକମନି । କାହାଠୁ କୋଟି କୋଟି ଟଙ୍କା ଆଣିଛନ୍ତି ଅର୍ଚ୍ଚନା ନାଗ ଓ ଜଗବନ୍ଧୁ ? ମାତ୍ର ୫ ବର୍ଷରେ କେମିତି ହେଲେ କୋଟିପତି ? ଅର୍ଚ୍ଚନା ନାଗ ମାମଲାରେ ଇଡି ରୁଜୁ କରିଛି ମାମଲା । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଇଡି ଅର୍ଚ୍ଚନା ନାଗଙ୍କ ସହ ତାଙ୍କ…

ସାକ୍ଷୀଗୋପାଳ ମନ୍ଦିରରେ ଶ୍ରୀ ରାଧା ପାଦଦର୍ଶନ ପାଇଁ ଲମ୍ବା ଧାଡ଼ି

୨ ବର୍ଷ ପରେ ଅଁଳା ନବମୀରେ ସାକ୍ଷୀଗୋପାଳ ମନ୍ଦିର ଚଳଚଞ୍ଚଳ । ଭକ୍ତଙ୍କ ଗହଳିରେ ହସୁଛନ୍ତି ପ୍ରଭୁ ସାକ୍ଷୀଗୋପାଳ । ନଟବର ବେଶରେ ଦର୍ଶନ ଦେଉଛନ୍ତି ହଟିଆ ଠାକୁର । ମାଆ ରାଧାଙ୍କ ପାଦଦର୍ଶନ ପାଇଁ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ । ମାଆ ରାଧାରାଣୀଙ୍କ ଓଡ଼ିଆଣୀ ବେଶ ଓ ଝଟକୁଥିବା ଅଳଙ୍କାର…

କ୍ରୋମ ପରିବହନକୁ ନେଇ ବିବାଦ, ଆନ୍ଦୋଳନକୁ ଓହ୍ଲାଇଲା ଟ୍ରକ୍ ମାଲିକ ସଂଘ

ଯାଜପୁର: କାଳିଆପାଣି ଖଣି ଅଞ୍ଚଳରେ କ୍ରୋମ ପରିବହନକୁ ନେଇ ବିବାଦ ଦେଖା ଦେଇଛି । ବିଭିନ୍ନ ସମସ୍ୟା ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ବିଭିନ୍ନ ଅଞ୍ଚଳର ଟ୍ରକ୍ ମାଲିକ ସଂଘ । କ୍ରୋମ ପରିବହନରେ ଅନିୟମିତତା ଓ କ୍ରୋମ ପରିବହନ ନେଇ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶକୁ ଅବମାନନା କରାଯାଉଥିବା ଅଭିଯୋଗ…

କୋର୍ଟରେ ଅନୁଭବଙ୍କ ଘର ଚାବି ଫେରାଇଲେ ବର୍ଷା

କଟକ: ଭୂତେଇଲେ, ଭଣ୍ଡେଇଲେ… କୋର୍ଟଙ୍କ ତାଗିଦ୍ ପରେ ଚାବି ଫେରାଇଲେ । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ କୋର୍ଟଙ୍କ ତାଗିଦ୍ ପରେ ଅନୁଭବଙ୍କ ଘରର ଚାବିକୁ ଫେରାଇଛନ୍ତି । ବର୍ଷା କଟକ ଏସଡିଜେଏମ୍ କୋର୍ଟରେ ଶାଶୂଘର ଚାବିକୁ ଦାଖଲ କରିଥିବା ବେଳେ ଦ୍ୱିତୀୟ ଦିନରେ ପରିବାର ଅଦାଲତରେ ହାଜର ହୋଇ…