୫ ଦିନ ଯାଏ କାଳବୈଶାଖୀ, ୪୨ ଡିଗ୍ରୀ ଉପରେ ରହିବ ପାରଦ
ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୫ ଦିନ ଯାଏ କାଳବୈଶାଖୀ ବର୍ଷା ଲାଗି ରହିବ । ଏଥିସହ ଦିନର ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
https://twitter.com/mcbbsr/status/1659858927092383744
ଆଗାମୀ…