Latest Odisha News

ଗୋଟିଏ ଫ୍ରେମରେ ପୃଥିବୀ ଓ ଚନ୍ଦ୍ର, କେମିତି ହେଲା ସମ୍ଭବ ?

ନୂଆଦିଲ୍ଲୀ: ଗୋଟିଏ ଫଟୋରେ ପୃଥିବୀ ଓ ଚନ୍ଦ୍ର । ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଗୋଟିଏ ଫ୍ରେମରେ ପୃଥିବୀ ଓ ଚନ୍ଦ୍ରର ଫଟୋ ଉଠା ଯାଇଛି । ଏହି ଫଟୋକୁ କ୍ୟାପଚର କରିଛି ଆମେରିକୀୟ ମହାକାଶ ଗବେଷଣାକାରୀ ସଂସ୍ଥା ନାସା । ନାସାର ଲୁସି ସ୍ପେସକ୍ରାଫ୍ଟ ପୃଥିବୀ ଓ ଚନ୍ଦ୍ରର ଫଟୋକୁ ଗୋଟିଏ ଫ୍ରେମରେ…

ନ୍ୟୁଜିଲାଣ୍ଡ, ବାଂଲାଦେଶ ସିିରିଜ ପାଇଁ ଭାରତୀୟ କ୍ରିକେଟ ଦଳ ଘୋଷିତ

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ ଓ ବାଂଲାଦେଶ ବିପକ୍ଷ ସିରିଜ ପାଇଁ ଆଜି ଭାରତୀୟ କ୍ରିକେଟ ଦଳର ଘୋଷଣା କରାଯାଇଛି । ଟି୨୦ ବିଶ୍ୱକପ ପରେ ଭାରତ ପ୍ରଥମେ ନ୍ୟୁଜିଲାଣ୍ଡ ଯିବ । ସେଠାରେ ୩ଟି ଲେଖାଁଏ ଟି୨୦ ଦିନିକିଆ ମ୍ୟାଚ ଖେଳାଯିବ । ଟି୨୦ରେ ହାର୍ଦ୍ଦିକ ପାଣ୍ଡ୍ୟା ଭାରତର ନେତୃତ୍ୱ ନେବେ । ଏହା ପରେ…

ଟି୨୦ ବିଶ୍ୱକପ:ଆୟର୍ଲାଣ୍ଡ ବିପକ୍ଷରେ ଅଷ୍ଟ୍ରେଲିଆର ସହଜ ବିଜୟ

ବ୍ରିସବେନ: ଚଳିତ ଟି୨୦ ବିଶ୍ୱକପ କ୍ରିକେଟରେ ସୋମବାର ଆୟର୍ଲାଣ୍ଡକୁ ୪୨ ରନରେ ପରାସ୍ତ କରି ଅଷ୍ଟ୍ରେଲିଆ ସେମିଫାଇନାଲ ପ୍ରବେଶ ଆଶା ମଜଭୁତ କରିଛି । ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୨୦ ଓଭରରେ ୫ ୱିକେଟ ହରାଇ ୧୭୯ ରନ କରିଥିଲା । ଆରୋନ ଫିଂଚ ସର୍ବାଧିକ ୬୩ ରନର ଇନିଂସ ଖେଳିଥିବା ବେଳେ…

ଅନାମକୁ ଆଜୀବନ କାରାଦଣ୍ଡ ଶୁଣାଇଲେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ

ଅନୁଗୁଳ : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହୋଇଥିବା ହତ୍ୟାକାଣ୍ଡର ଆଜି ରାୟ ପ୍ରକାଶ ପାଇଛି । ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ଦେଲେ ରାୟ । ୨୦୧୬ ମସିହାରେ ଅନୁଗୁଳ ପିଟିସି ଛକ ସନ୍ତୋଷୀ ମା ମନ୍ଦିର ନିକଟରେ ଛବି ନାଏକ ନାମକ ଜଣେ ବ୍ୟକ୍ତିକୁ ତାଙ୍କ ପଡୋଶୀ ଅନାମ ନାଏକ ହତ୍ୟା କରିଥିଲା । …

ବନ୍ଦ ହେଲା ବିଦ୍ୟା ବାଲାନ ଅଭିନୀତ ଇନ୍ଦିରା ଗାନ୍ଧୀଙ୍କ ଜୀବନୀ ଉପରେ ନିର୍ମିତ ଫିଲ୍ମ

ମୁମ୍ବାଇ: ବାୟୋପିକ ଫିଲ୍ମର ଖରାପ ବ୍ୟବସାୟ ନେଇ ଫିଲ୍ମ ଇଣ୍ଡଷ୍ଟ୍ରିରୁ ଆରମ୍ଭ କରି ଓଟିଟି ପ୍ଲାଟଫର୍ମ ଚିନ୍ତାରେ ପଡିଛନ୍ତି । ପରିସ୍ଥିତି ଏପରି ଉପୁଜିଛି ଯେ, ପୂର୍ବରୁ ଓଟିଟି ମଂଜୁର ହୋଇଥିବା କେତେକ ୱେବ ସିରିଜକୁ ଏବେ ବାଧ୍ୟ ହୋଇ ବାତିଲ କରାଯାଉଛି । ଏହା ମଧ୍ୟରେ ରହିଛନ୍ତି ବିଦ୍ୟା…

ପତିଆରା, ପ୍ରତିବାଦ; ରାଜଧାନୀରେ ବିଜେଡି ଓ ବିଜେପିର ଶକ୍ତି ପ୍ରଦର୍ଶନ

ଭୁବନେଶ୍ୱର: ଆଜି ଗୋଟିଏ ଦିନରେ ରାଜଧାନୀରେ ବିଜେପି, ବିଜେଡି ଶକ୍ତି ପ୍ରଦର୍ଶନ କରିଛନ୍ତି । ଧାମନଗର ଉପନିର୍ବାଚନକୁ ନେଇ ବଳ କଷାକଷି ହେଉଥିବା ବିଜେଡି-ବିଜେପି ଉଭୟ ଉଭୟକୁ ଟାର୍ଗେଟ୍ କରିଛନ୍ତି । ଧର୍ମେନ୍ଦ୍ର ସାହୁ ଓ ଅର୍ଚ୍ଚନା ନାଗ ମାମଲାରେ ବିଜେପି, ନବୀନ ନିବାସ ଘେରାଉ ପାଇଁ ଉଦ୍ୟମ…

କ୍ୟାଡବରି ଚକୋଲେଟକୁ ନେଇ ଚାଲିଛି ବୟକଟ୍‌ ଟ୍ରେଣ୍ଡ

ନୂଆଦିଲ୍ଲୀ : ପୁଣି ବିବାଦ ଘେରରେ କ୍ୟାଡବରି ଚକୋଲେଟ । ସୋସିଆଲ ମିଡିଆରେ କ୍ୟାଡବରି ଚକୋଲେଟକୁ ନେଇ ଆରମ୍ଭ ହୋଇଛି ବୟକଟ୍‌ ଟ୍ରେଣ୍ଡ । ଆଇକନିକ ବ୍ରାଣ୍ଡ କ୍ୟାଡବରି ଚକୋଲେଟ ଦୀପାବଳୀର ବିଜ୍ଞାପନକୁ ନେଇ ସମାଲୋଚନାର ଶିକାର ହୋଇଥିଲା । ଟ୍ବିଟରରେ ସମସ୍ତେ ଏହି ଚକୋଲେଟକୁ ନେଇ…

ହଂସିକା ମୋଟୱାନୀଙ୍କ ମିଷ୍ଟ୍ରୀ ମ୍ୟାନ କିଏ ? ଡିସେମ୍ବରରେ ହେଉଛନ୍ତି ବିବାହ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଶିଶୁ ଅଭିନେତା ଭାବରେ କ୍ୟାରିଅର୍ ଆରମ୍ଭ କରିଥିବା ବଲିଉଡ ଅଭିନେତ୍ରୀ ହଂସିକା ମୋଟୱାନି ଆଜିକାଲି ତାଙ୍କ ବିବାହ ବିଷୟ ନେଇ ଚର୍ଚ୍ଚାରେ ଅଛନ୍ତି। କିଛି ଦିନ ପୂର୍ବରୁ ଖବର ଆସିଥିଲା ​​ଯେ ହାନସିକା ବିବାହ କରିବାକୁ ଯାଉଛନ୍ତି। ଏବେ ଅଭିନେତ୍ରୀଙ୍କ ବିବାହରେ ଆଉ…

ଘଣ୍ଟ ଘୋଡ଼ାଇବାକୁ ଫସଲ ବୀମାକୁ ନେଇ ବିଜେଡି ପ୍ରତିବାଦ କରୁଥିବା କହିଲା ବିଜେପି

ଭୁବନେଶ୍ୱର: ଧାମନଗର ଉପନିର୍ବାଚନକୁ ନେଇ ରାଜ୍ୟ ରାଜନୀତିରେ କାଦୁଅ ଫିଙ୍ଗା ବୟାନବାଜି ଜାରି ରହିଛି । ପୁଣି ଥରେ ବିଜେପି, ଶାସକ ବିଜେଡିକୁ ଶାଣିତ ଆକ୍ରମଣ କରିଛି । ଧାମନଗରରେ ବିଜେଡିର ଟଙ୍କା ବଣ୍ଟାରୁ ମୁହଁ ଲୁଚାଇବା, ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ମୃତ୍ୟୁ ଘଟଣାରେ ମନ୍ତ୍ରୀ…

ଡାକ୍ତରଖାନାରେ ଭର୍ତି ହେଲେ ଶରଦ ପାୱାର

ମୁମ୍ବାଇ: ଏନସିପି ମୁଖ୍ୟ ତଥା ମହାରାଷ୍ଟ୍ର ରାଜନୀତିର ଚାଣକ୍ୟ ଶରଦ ପାୱାରଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଛି । ମୁମ୍ବାଇର ବ୍ରିଚ କାଣ୍ଡି ହସପିଟାଲରେ ତାଙ୍କୁ ଚିକିତ୍ସା କରାଯାଉଛି । ଦୀର୍ଘ ଦିନ ଧରି ପାୱାର ଅସୁସ୍ଥ ରହିଛନ୍ତି । ତେବେ ତାଙ୍କ…