ସଂଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଶ୍ରୀଜୀଉ ଦର୍ଶନ କରିପାରିବେନି ଭକ୍ତ
ପୁରୀ: ଆଜି(ବୁଧବାର) ୪ ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀମନ୍ଦିରରେ ଶ୍ରୀ ଜୀଉ ଦର୍ଶନ। କାରଣ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଦିଅଁ ଦର୍ଶନ ମନା ରହିଛି। ରତ୍ନବେଦୀରେ ଏହି ଗୁପ୍ତ ନୀତି ସମ୍ପନ୍ନ ହେବ। ସଂଧ୍ୟା ୬ଟାରୁ ୪ ଘଣ୍ଟା ଲାଗି…