Latest Odisha News

BREAKING NEWS

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ପଦ୍ମପୁରକୁ ନବୀନଙ୍କ ଭେଟି

ଭୁବନେଶ୍ୱର: ବରଗଡ ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ପରଲୋକ ପରେ ଖାଲି ପଡ଼ିଛି ଏହି ଆସନ। ଖୁବଶୀଘ୍ର ନିର୍ବାଚନ ପାଇଁ ତାରିଖ ଘୋଷଣା ହେବାକୁ ଯାଉଛି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ପଦ୍ମପୁରରେ ୪୮୮ କୋଟି ଟଙ୍କାର ନୂଆ ପ୍ରକଳ୍ପର ଶୁଭାରମ୍ଭ ହୋଇଛି। ସମସ୍ତଙ୍କ…

ମୁଖ୍ୟଯନ୍ତ୍ରୀ ନିହାର ରଞ୍ଜନ ଦାସ ଗିରଫ

ଭୁବନେଶ୍ୱର: ଗିରଫ ହେଲେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ (ଆର୍‌ଡବ୍ଲୁଏସ୍‌ଏସ୍‌) ଭୁବନେଶ୍ୱର ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାର ରଞ୍ଜନ ଦାଶ। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ନିଜର କଳା ଟଙ୍କାକୁ କ୍ରିପଟୋ କରେନ୍ସିରେ ଇନଭେସ୍ଟମେଣ୍ଟ …

ପ୍ରଫେସର ଲକ୍ଷ୍ମଣ କୁମାର ମହାପାତ୍ର ସ୍ମାରକୀ ବକ୍ତୃତା ଆୟୋଜିତ

ଭୁବନେଶ୍ୱର: ପ୍ରଫେସର ଲକ୍ଷ୍ମଣ କୁମାର ମହାପାତ୍ରଙ୍କ ଜନ୍ମବାର୍ଷିକୀ ପାଳନ ଉପଲକ୍ଷେ ଆୟୋଜିତ ହୋଇଛି ବକ୍ତୃତା । ଲକ୍ଷ୍ମଣ କୁମାର ମହାପାତ୍ର ମେମୋରିଆଲ୍ ଟ୍ରଷ୍ଟ ଏବଂ ଉତ୍କଳ ବିଶ୍ୱବିଦ୍ୟାଳୟର ନୃତତ୍ତ୍ୱ ବିଜ୍ଞାନ ସ୍ନାତକତ୍ତୋର ବିଭାଗର ମିଳିତ ଆନୁକୂଲ୍ୟରେ ଦ୍ୱିତୀୟ ପ୍ରଫେସର ଲକ୍ଷ୍ମଣ…

ହସିଲେ ସୂର୍ଯ୍ୟ !

ୱାଶିଂଟନ: ମହାକାଶରେ ଆଜି ସୂର୍ଯ୍ୟ ହସିଛନ୍ତି । ଆଉ ଏହି ଫଟୋ ଏବେ ଭାଇରାଲ ହେବାରେ ଲାଗିଛି । ଆମେରିକା ସ୍ପେଶ ଏଜେନ୍ସି ନାସା ପକ୍ଷରୁ ଏହି ଫଟୋ ଛଡା ଯାଇଥିଲା । ଯାହାକୁ ଦେଖି ସମେସ୍ତ ହତବାକ ହୋଇ ଯାଇଥିଲେ । ଏପରିକି ସୋସିଆଲ ମିଡିଆରେ କେତେଜଣ ସୂର୍ଯ୍ୟଙ୍କୁ ଏହି ହସକୁ କାର୍ଟୁନ ସହିତ…

ନିର୍ବାଚନ ଲଢ଼ିବା ପାଇଁ ଆଗ୍ରହ ପ୍ରକାଶ କଲେ କୁଇନ କଙ୍ଗନା

ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ ତଥା କୁଇନ କଙ୍ଗନା ରାନାୱତ ଏବେ ପୁନର୍ବାର ଚର୍ଚ୍ଚାରେ । ହିମାଚଳ ପ୍ରଦେଶରେ ନିର୍ବାଚନ ଲଢ଼ିବା ପାଇଁ ସେ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି । ମଣ୍ଡିରୁ ଯଦି ବିଜେପି ମୋତେ ଟିକେଟ ଦେବ ତାହାହେଲେ ନିଶ୍ଚିତ ଭାବେ ଲଢ଼ିବି । ଏକ କାର୍ଯ୍ୟକ୍ରମରେ ସେ ସ୍ପଷ୍ଟ…

ଘରୋଇ ଜମିରେ ଜୋର ଜବରଦସ୍ତ ସରକାରୀ କୋଠା ନିର୍ମାଣ ଅଭିଯୋଗ

ନୂଆପଡ଼ା: ବେସରକାରୀ ଜାଗାରେ ଚାଲିଛି ସରକାରୀ କୋଠା ନିର୍ମାଣ । ମିଶନ ଶକ୍ତି ଗୃହ, ବଜାର ଗୃହ ସହ ଗ୍ରାମୀଣ ପାର୍କ ଭଳି ଏକାଧିକ ସରକାରୀ କାର୍ଯ୍ୟ ଜଣେ ବ୍ୟକ୍ତିଙ୍କ ଜମିରେ ସରକାରୀ ବାବୁ ଜୋର ଜବରଦସ୍ତି ନିର୍ମାଣ କରୁଥିବା ଅଭିଯୋଗ ହୋଇଛି । ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଭୁଲିଆସିକୁଆଁ…

ଫିଲିପ୍ସଙ୍କ ବ୍ୟାଟିଂ ପରେ ବୋଲ୍ଟଙ୍କ କମାଲ, ଶ୍ରୀଲଙ୍କା ବିପକ୍ଷରେ ନ୍ୟୁଜିଲାଣ୍ଡର ବୃହତ ବିଜୟ

ମେଲବୋର୍ଣ୍ଣ: ଟି୨୦ ବିଶ୍ୱକପ କ୍ରିକେଟରେ ଉଭୟ ବ୍ୟାଟିଂ ଓ ବୋଲିଂରେ ଶୃଙ୍ଖଳିତ ପ୍ରଦର୍ଶନ କରି ନ୍ୟୁଜିଲାଣ୍ଡ ୬୫ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି । ଏଥିସହ ନ୍ୟୁଜିଲାଣ୍ଡ ସେମିଫାଇନାଲ ଦୌଡରେ ଆଗରେ ରହିଥିବା ବେଳେ ଶ୍ରୀଲଙ୍କା ପ୍ରାୟତଃ ଏଥିରୁ ବାଦ୍ ପଡିଛି । ପ୍ରଥମେ ବ୍ୟାଟିଂ କରି…

ଯାଜପୁରରେ ଆରମ୍ଭ ହେଲା ବିରଜା ଶ୍ରୀ ବାଣିଜ୍ୟ ମେଳା

ଯାଜପୁର: କାଳୀପୂଜା ଅବସରରେ କୁସୁମା ନିକଟରେ ଆରମ୍ଭ ହୋଇଛି ବିରଜା ଶ୍ରୀ ବାଣିଜ୍ୟ ମେଳା । ଯାଜପୁର ପୌରପାଳିକା ଏବଂ ନାବାର୍ଡର ମିଳିତ ଉଦ୍ୟମରେ ଏହି ମେଳା ଆୟୋଜିତ ହୋଇଛି । ଏହି ମେଳା ଆସନ୍ତା ୪ ତାରିଖ ଯାଏଁ ଚାଲିବ । ମହିଳା ସ୍ୱୟଂସହାୟକ ଗୋଷ୍ଠୀ ମାନଙ୍କ ଉତ୍ପାଦିକ ସାମଗ୍ରୀର ବିକ୍ରି କରି…

ପୁଣି ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ଅବଧି ବଢ଼ାଇଲେ ସରକାର

ଭୁବନେଶ୍ୱର: ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ଝାମେଲା ସରୁ ନଥିବା ବେଳେ ସରକାର ପୁଣି ଥରେ ଆଶ୍ୱସ୍ତି ଦେଇଛନ୍ତି । ରାଜ୍ୟ ପରିବହନ କର୍ତ୍ତୃପକ୍ଷ HSRP ଲଗାଇବା ଅବଧିକୁ ପୁଣି ଥରେ ମାସେ ବୃଦ୍ଧି କରିଛନ୍ତି । ଏନେଇ ନିର୍ଦ୍ଦେଶନାମା ପ୍ରକାଶ ପାଇଛି । ଗାଡ଼ିର ରେଜିଷ୍ଟ୍ରେସନ୍…

ଭାରତ-ଦକ୍ଷିଣ ଆଫ୍ରିକା ହାଇ ଭୋଲଟେଜ ମୁକାବିଲା

ନୂଆଦିଲ୍ଲୀ: ଚଳିତ ଟି୨୦ ବିଶ୍ୱକପ କ୍ରିକେଟରେ ରବିବାର ହେବାକୁ ଥିବା ହାଇ ଭୋଲଟେଜ ମୁକାବିଲାରେ ଭାରତ-ଦକ୍ଷିଣ ଆଫ୍ରିକା ସାମ୍ନି ସାମ୍ନି ହେବେ । ଏହି ମ୍ୟାଚରେ ଭାରତର ଦୃଢ଼ ବ୍ୟାଟିଂ ଲାଇନ ଅପ ଓ ଦକ୍ଷିଣ ଆଫ୍ରିକା ବୋଲିଂ ମଧ୍ୟରେ ଏକ ସୁସ୍ଥ ପ୍ରତିଦ୍ୱନ୍ଦ୍ୱିତା ଦର୍ଶକମାନେ ଦେଖିବାକୁ ପାଇବେ…