ପରଲୋକରେ ପୂର୍ବତନ ରଣଜୀ ଟ୍ରଫି ଖେଳାଳି ଡାକ୍ତର ସଞ୍ଜୟ ଶତପଥୀ
ଭୁବନେଶ୍ୱର:ପୂର୍ବତନ ରଣଜୀ ଟ୍ରଫି ପ୍ଲେୟାର ଡାକ୍ତର ସଞ୍ଜୟ ଶତପଥୀଙ୍କର ଆଜି ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା । ମୃତ୍ୟୁଶଯ୍ୟା ନିକଟରେ ତାଙ୍କର ପତ୍ନୀ ଉପସ୍ଥିତ ଥିଲେ ।
ଡାକ୍ତର ଶତପଥୀ ଜଣେ ରଣଜୀ ପ୍ଲେୟାର ହେଲେ ମଧ୍ୟ ପେଷାରେ ଜଣେ ଡାକ୍ତର । ସେ…