ଛାଡିବେନି ସତ୍ୟପାଲ !
ଭୁବନେଶ୍ୱର: ଜାମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକ ବିଜେପିକୁ ଟାର୍ଗେଟ କରି ଏବେ ସବୁଆଡେ ଚର୍ଚ୍ଚାରେ। ପୁଲୱାମା ଆକ୍ରମଣ ଭଳି ଏକ ସମ୍ବେଦନଶୀଳ ଘଟଣାକୁ ନେଇ ବିଜେପି ଓ ମୋଦିଙ୍କୁ ଟାର୍ଗେଟ କରି ସତ୍ୟପାଲ ଚର୍ଚ୍ଚାରେ ରହିଛନ୍ତି।
ଏପରିକି ମୋଦି ସରକାରର ଅବହେଳା କାରଣରୁ…