Latest Odisha News

BREAKING NEWS

ସିବିଆଇ ନିର୍ଦ୍ଦେଶକ ନିଯୁକ୍ତି ପାଇଁ ଚୟନ ହୋଇଛନ୍ତି ଏହି ୩ ଆଇପିଏସ୍ ଅଫିସର

ନୂଆଦିଲ୍ଲୀ: ସିବିଆଇ ନିର୍ଦ୍ଦେଶକ ସୁବୋଧ କୁମାର ଜୟସ୍ୱାଲ୍‌ଙ୍କ ଦୁଇ ବର୍ଷିଆ କାର୍ଯ୍ୟକାଳ ମେ ୨୫ ତାରିଖରେ ଶେଷ ହେବାକୁ ଯାଉଥିବା ବେଳେ ପରବର୍ତ୍ତୀ ନିର୍ଦ୍ଦେଶକ କିଏ ହେବ ସେ ନେଇ କୌଣସି ଚର୍ଚ୍ଚା ଲାଗି ରହିଛି। ୩ ବରିଷ୍ଠ ଆଇପିଏସ୍ ଅଫିସରଙ୍କ ମଧ୍ୟରୁ ଜଣଙ୍କୁ ଏହି ପଦରେ ନିଯୁକ୍ତି…

ଜିମ୍ବାୱେ ଅଲରାଉଣ୍ଡର ହୀଥ ଷ୍ଟ୍ରିକ ଗୁରୁତର

କେପଟାଉନ: ଜିମ୍ବାୱେ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ତଥା ମହାନ ଅଲରାଉଣ୍ଡର ହୀଥ ଷ୍ଟ୍ରିକଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇ ପଡିଛି । ଦକ୍ଷିଣ ଆଫ୍ରିକାରେ ତାଙ୍କର ଚିକିତ୍ସା ଚାଲୁଥିଲେ ମଧ୍ୟ ଅବସ୍ଥା ଉଦବେଗଜନକ ରହିଛି । ଜିମ୍ବାୱେ କ୍ରୀଡା ମନ୍ତ୍ରୀ ଡେଭିଡ କୋଲଟର୍ନ ଟୁଇଟରରେ ଉଲ୍ଲେଖ…

ଆସୁଛି ବାତ୍ୟା ମୋଚା; ବିମାନ ଓ ପୋର୍ଟ କାର୍ଯ୍ୟ ରଦ୍ଦ, ଉଦ୍ଧାର ହେଲେ ହଜାର ହଜାର ଲୋକ, ଆଲର୍ଟ ବାଂଲାଦେଶ

ନୂଆଦିଲ୍ଲୀ: ରବିବାର ଅପରାହ୍ନରେ ସ୍ଥଳଭାଗ ଛୁଇଁବ ଘୂର୍ଣ୍ଣିବାତ୍ୟା ମୋଚା। ମିଆଁମାର କ୍ୟୋକ୍‌ପ୍ୟୁରେ ଓ ବାଂଲାଦେଶ ଦକ୍ଷିଣାଞ୍ଚଳ କୋକ୍ସ ବଜାର ମଧ୍ୟରେ ଲାଣ୍ଡଫଲ୍ କରିବା ନେଇ ଆଶଙ୍କା ରହିଛି ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ପାଣିପାଗ ବିଭାଗର ସୂଚନା…

ସାଙ୍ଗକୁ ବଞ୍ଚାଇବାକୁ ଯାଇ ଜଣଙ୍କ ପରେ ଜଣେ ୫ ଜଣଙ୍କର ଜୀବନ ଗଲା

ବୋଟାଡ୍: ସାଙ୍ଗକୁ ବଞ୍ଚାଇବାକୁ ଯାଇ ଜଣଙ୍କ ପରେ ଜଣେ ୫ ଜଣଙ୍କର ଜୀବନ ଗଲା। ଗୁଜରାଟର ବୋଟାଡ୍ ଜିଲ୍ଲାରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଶନିବାର ମଧ୍ୟାହ୍ନ ସମୟରେ କୃଷ୍ଣା ସାଗର ହ୍ରଦରେ ଗାଧଉଥିବା ବେଳେ ଏଭଳି ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁସାରେ,  କୃଷ୍ଣା ସାଗର…

ଆଜି ପ୍ରକାଶ ପାଇବ ଆଇସିଏସଇ ଦଶମ ଓ ଆଇଏସସି ଦ୍ୱାଦଶ ପରୀକ୍ଷା ଫଳ

ଭୁବନେଶ୍ୱର : ଭାରତୀୟ ବିଦ୍ୟାଳୟ ପ୍ରମାଣପତ୍ର ପରୀକ୍ଷା ପରିଷଦ (ସିଆଇଏସସିଇ) ଦ୍ୱାରା ପରିଚାଳିତ ଦଶମ ଆଇସିଏସଇ ଏବଂ ଦ୍ୱାଦଶ (ଆଇଏସସି) ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ । ଆଜି ଅପରାହ୍ନ ୩ ଟା ବେଳକୁ ପ୍ରକାଶ ପାଇବ । ଏନେଇ ସିଆଇଏସସିଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ପରିକ୍ଷାର୍ଥୀ…

କର୍ଣ୍ଣାଟକ ନିର୍ବାଚନ: ବିଜେପିରୁ ବିଦ୍ରୋହ କରି କଂଗ୍ରେସରେ ଯୋଗ ଦେଇଥିବା ନେତା ଜିତିଲେ ନା ହାରିଲେ ?

ନୂଆଦିଲ୍ଲୀ: ଗତକାଲି କର୍ଣ୍ଣାଟକ ନିର୍ବାଚନ ଶେଷ ହୋଇଛି। ଏଥିରେ ବିଜେପିକୁ ପରାସ୍ତ କରି କଂଗ୍ରେସର ବିପୁଳ ବିଜୟ ହୋଇଛି। ଦଳ ୧୩୭ ଆସନରେ ବିଜୟ ହୋଇଥିବା ବେଳେ ବିଜେପି ମାତ୍ର ୬୫ରେ ସୀମିତ ରହିଯାଇଛି। ତେହେ ଏହି ନିର୍ବାନରେ ଯେଉଁ ନେତାମାନେ ଟିକେଟ୍‌ ନ ମିଳିବାରୁ ବିଦ୍ରୋହ କରି କଂଗ୍ରେସରେ…

ସମ୍ବଲପୁର ସର୍କଲ ଜେଲରେ ଫାଶୀ ଲଗାଇ ଆତ୍ମହତ୍ୟା କଲେ କଏଦୀ!

ସମ୍ବଲପୁର: ସମ୍ବଲପୁର ସର୍କଲ ଜେଲରେ କଏଦୀଙ୍କ ଆତ୍ମହତ୍ୟା ଅଭିଯୋଗ। ବେକରେ ଗାମୁଛା ଦେଇ ଝୁଲିପଡ଼ିଲେ କଏଦୀ। ଜେଲ୍‌ କୋଠରୀରୁ ମୃତଦେହ ଉଦ୍ଧାର କରିଛି ପୁଲିସ୍। ମୃତକ ଜଣଙ୍କ ହେଲେ ସଦର ଥାନା ସିନ୍ଦୂରପଙ୍କ ଅଞ୍ଚଳର ଧରଣୀଧର ମହାନନ୍ଦ। ତାଙ୍କ ବୟସ ୩୫ ହେବ। ଏକ ପାରିବାରିକ କଳହ ମାମଲାରେ…

ସୁନା କିଣିବାକୁ ଯାଉଛନ୍ତି କି ! ଥରେ ନଜର ପକାନ୍ତୁ କେତେ ରହିଛି ସୁନା ଦର ?

ଭୁବନେଶ୍ୱର : ସୁନା ଗହଣା ସମସ୍ତଙ୍କର ପସନ୍ଦ । ବିଶେଷ କରି ମହିଳା ମାନେ ସୁନା ଗହଣା ପିନ୍ଧିବାକୁ ଅଧିକ ପସନ୍ଦ କରିଥାଆନ୍ତି । ସୁନାର କ୍ରମାଗତ ଦର ପରିବର୍ତ୍ତନକୁ ନେଇ ସମସ୍ତେ ଚିନ୍ତିତ । ଗତ ବର୍ଷ ତୁଳନାରେ ଚଳିତ ବର୍ଷ ସୁନା ଦର ଲୋକଙ୍କୁ ବିଚଳିତ କରିଛି। ତେବେ ଆଜି କେତେ ରହିଛି…

ଆଜିଠୁ ଆରମ୍ଭ ହେବ ମହାପ୍ରଭୁଙ୍କ ଭିତର ଚନ୍ଦନଯାତ୍ରା

ପୁରୀ: ଆଜିଠାରୁ ମହାପ୍ରଭୁଙ୍କର ଭିତର ଚନ୍ଦନ ନୀତି ଆରମ୍ଭ ହେଉଛି । ମହାପ୍ରଭୁଙ୍କ ଭିତର ଚନ୍ଦନ ଯାତ୍ରା ୨୧ ଦିନ ଧରି ଅନୁଷ୍ଠିତ ହେବ । ୧୫ ତାରିଖ ଦିନ ଏକାଦଶୀ, ୧୯ ତାରିଖ ଦିନ ସାବିତ୍ରୀ ଅମାବାସ୍ୟା, ୨୪ ତାରିଖ ଦିନ ଶୀତଳ ଷଷ୍ଠୀ ଓ ୩୧ ତାରିଖ ଦିନ ରୁକ୍ମିଣୀ ବିବାହ ମହାପ୍ରଭୁଙ୍କ…

ଚକ ଯା’ ଗଡ଼ି ଯା

ଦେବୀ ପ୍ରସନ୍ନ ନନ୍ଦଙ୍କ ନିୟମିତ ସମ୍ଭ ” ଅନନ୍ୟ ଶଙ୍ଖକ୍ଷେତ୍ର” ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ଶ୍ରୀଜୀଉମାନଙ୍କ ଯାତ୍ରା ନିମନ୍ତେ ଉଦ୍ଦିଷ୍ଟ ତାଳଧ୍ୱଜ, ଦର୍ପଦଳନ ଓ ନନ୍ଦିଘୋଷ ନାମରେ ଅନୁସୃଜିତ ତିନିଗୋଟି ସୁଦୃଶ୍ୟ ରଥ ମୁଖ୍ୟ ଆକର୍ଷଣ ଭାବେ ପରିଗଣିତ ।…