ଶୋଇଥିବା ବେଳେ ମହିଳାଙ୍କ ଉପରେ ମାଡ଼ିଗଲା କାର୍, କ୍ଷତିପୂରଣ ଦାବିରେ ରାସ୍ତାରୋକ
ବୌଦ୍ଧ : ଭାରସାମ୍ୟ ହରାଇ ଘରେ ପଶିଗଲା କାର୍ । ଶୋଇଥିବା ଅବସ୍ଥାରେ ମହିଳାଙ୍କ ଉପରେ ମାଡ଼ିଗଲା । ଘଟଣାସ୍ଥଳରେ ଚାଲିଗଲା ମହିଳାଙ୍କ ଜୀବନ । ଏଭଳି ଅଭାବନୀୟ ଘଟଣା ବୌଦ୍ଧ ରାଧାନଗର ଗାଁରେ ଘଟିଛି ।
ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ କାରଟି ଚାରିଛକ ପଟୁ ବୌଦ୍ଧ ଆଡ଼କୁ…