Latest Odisha News

BREAKING NEWS

୭୨ ବର୍ଷ ବୟସରେ ସ୍ନାତକୋତ୍ତର ହାସଲ କଲେ ବୃଦ୍ଧ

ଜର୍ଜିଆ: ବୟସ କେବଳ ଏକ ସଂଖ୍ୟା, ଏହାକୁ ପ୍ରମାଣିତ କରି ଦେଖାଛନ୍ତି ଜଣେ ୭୨ ବର୍ଷ ବୟସର ବୃଦ୍ଧ । ଏହି ବୟସରେ ସେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି । ଡ଼ିଗ୍ରୀ ଗ୍ରହଣ କରିବା ସମୟରେ ଆୟୋଜିତ ଉତ୍ସବରେ ତାଙ୍କର ୯୮ ବର୍ଷ ବୟସ୍କା ମାଆ ମଧ୍ୟ ଉପସ୍ଥିତ ଥିଲେ । ସେ ହାତରେ ଡିଗ୍ରୀ ନେବା…

କିନ୍‍ସରେ ଅନ୍ତର୍ଜାତୀୟ ନର୍ସ ଦିବସ ପାଳିତ

ଭୁବନେଶ୍ୱର: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ନର୍ସିଂ ସାଇନ୍‌ସେସ୍ (କିନ୍‌ସ) ପକ୍ଷରୁ ଶୁକ୍ରବାର ଅନ୍ତର୍ଜାତୀୟ ନର୍ସ ଦିବସ ପାଳିତ ହୋଇଯାଇଛି । ଏଥିରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ସେବିକାଙ୍କ ମଧ୍ୟରେ ଦୟା ଓ କରୁଣା ମନୋଭାବ ସବୁଠୁ…

ଥାଇଲାଣ୍ଡ ଆନ୍ତର୍ଜାତୀୟ ପାରା ବ୍ୟାଡମିଂଟନ: ଫାଇନାଲରେ ପ୍ରମୋଦ ଭଗତ

ଭୁବନେଶ୍ୱର: ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡିଶାର ପ୍ରମୋଦ ଭଗତ ଥାଇଲାଣ୍ଡ ଆନ୍ତର୍ଜାତୀୟ ପାରା ବ୍ୟାଡମିଂଟନର ଫାଇନାଲରେ ପ୍ରବେଶ କରିଛନ୍ତି । ପୁରୁଷ ଏସଏଲ୩ ସେମିଫାଇନାଲରେ ପ୍ରମୋଦ ଜାପାନର ଡାଇସୁକେ ଫୁଝହାରାଙ୍କୁ ୨୧-୧୨, ୨୧-୧୯ରେ ପରାସ୍ତ କରିଥିଲେ । ପ୍ରଥମ ସେଟରେ ପ୍ରମୋଦ…

ସମ୍ ଅଲ୍ଟିମେଟ୍‌ରେ ଆନ୍ତର୍ଜାତୀୟ ନର୍ସେସ୍ ଦିବସ

ଭୁବନେଶ୍ୱର: ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଶୁକ୍ରବାର ଆନ୍ତର୍ଜାତିକ ନର୍ସେସ୍ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସମ୍ମମ୍‌ର ସିଇଓ ଡକ୍ଟର ଶ୍ୱେତପଦ୍ମା ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନର୍ସମାନେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେଏକ ଅବିଚ୍ଛେଦ୍ୟ ଅଙ୍ଗ ବୋଲି କହିଥିଲେ । ସେମାନେ…

ଜେଜେବାପା ମହିଳାଙ୍କ ପରି ମେକଅପ ନିଅନ୍ତି, କାରଣ ଜାଣିଲେ ଆଖିରେ ଆସିବ ଲୁହ

ଚୀନ: କୁହାଯାଏ ମଣିଷ ପରିସ୍ଥିତିର ଦାସ । ପରିସ୍ଥିତି ଅନୁଯାୟୀ ମଣିଷ ଏକ ମୋଡ଼ ନେଇଥାଏ । ପରିସ୍ଥିତି କାହାକୁ ସବୁଠାରୁ ଶକ୍ତିଶାଳୀ କରିଥାଏ ତ ଆଉ କାହାକୁ ଅସହାୟ । ଚୀନ୍‌ର ଜଣେ ବୃଦ୍ଧ ନିଜକୁ ମହିଳାଙ୍କ ପରି ଏମିତି ସଜ୍ଜେଉଛନ୍ତି, ଯାହାର କାରଣ ଜାଣିଲେ ଆପଣ ଅଶ୍ଚର୍ଯ୍ୟ ହୋଇଯିବେ ।…

ସିବିଏସଇ ଦ୍ୱାଦଶ ଶ୍ରେଣୀ ଫଳାଫଳରେ ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ୍ ରାଜ୍ୟ ଟପ୍ପର

ଭୁବନେଶ୍ୱର: ଓଡ଼ିଶାକୁ ପୁଣି ଗୌରବାନ୍ୱିତ କରିଛି ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ୍ । ଶୁକ୍ରବାର ସିବିଏସ୍ଇ ଦ୍ୱାଦଶ ଓ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ ହୋଇଥିବା ବେଳେ ସାଇ ଇଣ୍ଟରନ୍ୟାସନାଲ ସ୍କୁଲ୍ ନୂଆ କୀର୍ତ୍ତିମାନ ସ୍ଥାପନ କରିଛି । ପୂର୍ବ ବର୍ଷ ଭଳି ସାଇ ଇଣ୍ଟରନ୍ୟାସନାଲ ସ୍କୁଲର…

ହୋଟେଲର ଅଜବ ନିୟମ : ଭିତରକୁ ଯିବା ପୂର୍ବରୁ ପୋଷାକ କାଢିବାକୁ ପଡ଼େ, ମୋଟା ଲୋକଙ୍କ ପ୍ରବେଶ ନିଷେଧ

ଟୋକିଓ: ଦୁନିଆରେ ଅନେକ ଅଜବ ସ୍ଥାନ ରହିଛି । ଯେତେବେଳେ ଲୋକମାନେ ସେ ବିଷୟରେ ଜାଣନ୍ତି, ବିଶ୍ୱାସ କରିପାରନ୍ତି ନାହିଁ । ଆମେ ଏମିତି ଏକ ହୋଟେଲ ବିଷୟରେ କହୁଛୁ ଯେଉଁଠିକି ଯିବା ପୂର୍ବରୁ ଆପଣଙ୍କୁ ପୋଷାକ କାଢିବାକୁ ପଡ଼ିବ । କେବଳ ସେତିକି ନୁହେଁ, ମେଦବହୁଳତା ଲୋକଙ୍କ ପ୍ରବେଶ ଉପରେ ମଧ୍ୟ…

ଜଙ୍ଗଲୀ ହାତୀ ନିକଟକୁ ଯାଇ ନମସ୍କାର କରୁଛନ୍ତି ବ୍ୟକ୍ତି, ଭିଡ଼ିଓ ଭାଇରାଲ

ତାମିଲନାଡ଼ୁ: ଜଙ୍ଗଲୀ ହାତୀର ଅନେକ ଭିଡ଼ିଓ ସୋସିଆଲ ମିଡ଼ିଆରେ ପ୍ରାୟ ସମସ୍ତେ ନିଶ୍ଚୟ ଦେଖିଥିବେ । କେଉଁଠି ଜଙ୍ଗଲୀ ହାତୀ ରାସ୍ତାକୁ ଆସି ଗାଡ଼ି ଅଟକାଉଛି ତ ଆଉ କେଉଁଠି ଲୋକଙ୍କୁ ଆକ୍ରମଣ କରୁଛି । ନ ହେଲେ ଆଉ କେଉଁଠି ବିଭିନ୍ନ ପ୍ରକାର ଫସଲ ଓ ପନିପରିବା ଚାଷକୁ ନଷ୍ଟ କରୁଛି । କିନ୍ତୁ ଏବେ…

ଡାକ୍ତରଖାନାରେ ଭର୍ତି ହେଲେ ଗାୟକ ପାପୋନ, ରାତି ଯାକ ବାପାଙ୍କୁ ଜଗି ରହିଲେ ୧୩ ବର୍ଷର ପୁଅ

ମୁମ୍ବାଇ: ବଲିଉଡର ଲୋକପ୍ରିୟ ଗାୟକ ପାପୋନଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ନ ଥିବାରୁ ତାଙ୍କୁ କୋକିଲା ଧୀରୁଭାଇ ଅମ୍ବାନୀ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ତେବେ ବାପାଙ୍କ ଦେହ ଭଲ ନ ଥିବାରୁ ତାଙ୍କ ୧୩ ବର୍ଷର ପୁଅ ବ୍ୟସ୍ତ ବିବ୍ରତ ହୋଇ ପଡିଥିଲେ । ସେ ବାପାଙ୍କୁ ରାତି ଯାକ ଜଗି ରହିଥିଲେ ।…

ମୋଦି ଫେଲ୍, ଯୋଗୀ ପାସ୍ !

ଭୁବନେଶ୍ୱର: ଗୋଟିଏ ପଟେ କର୍ଣ୍ଣାଟକ ବିଜେପିକୁ ଝଟକା ଦେଇଥିବା ବେଳେ ସେପଟେ ଉତ୍ତରପ୍ରଦେଶ ବିଜେପିକୁ ଶୁଭ ଖବର ଦେଇଛି। ଉତ୍ତରପ୍ରଦେଶ ନଗର ନିଗମ ନିର୍ବାଚନରେ ବିଜେପି ବେଶ ଭଲ ପ୍ରଦର୍ଶନ କରିଛି। ପ୍ରତିଦ୍ବନ୍ଦୀ ସମାଜବାଦୀ ପାର୍ଟି ସମେତ ଅନ୍ୟ ବିରୋଧୀ ଦଳଗୁଡିକୁ ବହୁ ପଛରେ ପକାଇ ବିଜେପି…