ଗୌରହରି ଦାସ ପାଇଲେ ସମ୍ମାନଜନକ ଶାରଳା ପୁରସ୍କାର
ଭୁବନେଶ୍ୱର : ‘ଇମ୍ଫା ଚାରିଟେବୁଲ୍ ଟ୍ରଷ୍ଟ’ ପକ୍ଷରୁ ସ୍ଥାନୀୟ ଏକ ଘରୋଇ ହୋଟେଲରେ ଆୟୋଜିତ ଏକ ସ୍ୱତନ୍ତ୍ର ସାରସ୍ୱତ ଉତ୍ସବରେ ବିଶିଷ୍ଟ କଥାକାର ଗୌରହରି ଦାସଙ୍କୁ ୪୩ତମ ଶାରଳା ପୁରସ୍କାର ପ୍ରଦାନ କରାଯାଇଛି । ଟାଇମ୍ପାସ୍ ପବ୍ଲିକେଶନ୍ ଦ୍ୱାରା ପ୍ରକାଶିତ ତାଙ୍କ ଗଳ୍ପ ପୁସ୍ତକ ‘ବାଘ ଓ…