ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ଆୟକର ଚଢାଉ
ଭୁବନେଶ୍ୱର: ଚମ୍ପୁଆାର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ରେଡ୍ । ଆୟକର ବିଭାଗ ପକ୍ଷରୁ ଏହି ରେଡ କରାଯାଇଛି । ମୋଟ୍ ୧୦ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିବା ଜଣାଯାଇଛି । ଟ୍ୟାକ୍ସ ଫାଙ୍କିବା ଅଭିଯୋଗରେ ଆୟକର ବିଭାଗ ପକ୍ଷରୁ ଏହି ରେଡ୍ କରାଯାଉଛି । ଇନକମ୍ ଟ୍ୟାକ୍ସର ୨୦…