ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଲୁପସ୍ ଦିବସ ଅବସରରେ ସଚେତନତା କାର୍ଯ୍ୟକ୍ରମ
ଭୁବନେଶ୍ୱର: ଲୁପସ୍ ଏକ ସଂକ୍ରମକ ରୋଗ ନୁହେଁ । ଏହା ଏକ ଅଟୋ ଇମ୍ୟୁନ୍ (ସ୍ୱ-ପ୍ରତିରକ୍ଷୀ) ରୋଗ । ତେବେ ଏହାର ଚିକିତ୍ସା ସମ୍ଭବ । ତେଣୁ ରୋଗକୁ ଡରିବା ପରିବର୍ତେ ଉପଯୁକ୍ତ ଚିକିତ୍ସା କରାଗଲେ ମଣିଷ ସୁସ୍ଥ ହୋଇପାରିବ । ଏଭଳି ସଚେତନତାର ବାର୍ତା ନେଇ ବିଶ୍ୱ ଲୁପସ୍ ଦିବସ ଅବସରରେ…