Latest Odisha News

BREAKING NEWS

ଶ୍ରୀକ୍ଷେତ୍ର ଭଉଁରୀ ଦିନ ରାତି ୩ଟାରୁ ଦ୍ୱାରଫିଟା

ପୁରୀ: ଦିନକ ପରେ ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ । ପରମ୍ପରା ଅନୁସାରେ ୩ ରଥର ପ୍ରତ୍ୟେକ ଦୁଇଟି ଚକ ସହ ଗୋଟିଏ ଅଖ ସଂଯୋଗ କରାଯିବ । ଯାହାକୁ ଚକଅଖ ଡେରା ନୀତି କୁହନ୍ତି । ଏଥିପାଇଁ ବିଶ୍ଵକର୍ମା ମହାରଣାମାନେ ୬ଟି ଚକ ସମ୍ପୂର୍ଣ୍ଣ ପ୍ରସ୍ତୁତ କରିଥିବା ବେଳେ ଆଜି ସୁଦ୍ଧା ୮ଟି ଚକର ନିର୍ମାଣ…

ବିଶ୍ୱ ବକ୍ସିଂ ଚାମ୍ପିୟନଶିପରେ ଇତିହାସ ରଚିଲେ ଭାରତୀୟ ବକ୍ସର

ନୂଆଦିଲ୍ଲୀ: ତାସକାନ୍ଦରେ ଚାଲିଥିବା ବିଶ୍ୱ ବକ୍ସିଂ ଚାମ୍ପିୟନଶିପରେ ଭାରତୀୟ ବକ୍ସରମାନେ ଏକାଥରକେ ୩ଟି ପଦକ ନିଶ୍ଚିତ କରି ଇତିହାସ ରଚିଛନ୍ତି । ଟୁର୍ଣ୍ଣାମେଂଟ ଇତିହାସରେ ପ୍ରଥମ ଥର ପାଇଁ ଭାରତ ଏ ଭଳି ସଫଳତା ହାସଲ କରିଛି । ନିଶାନ୍ତ ଦେବ, ମହମ୍ମଦ ହସମୁଦ୍ଦିନ ଓ ଦୀପକ ଭୋରିୟା ସେମାନଙ୍କ…

୪୦ କୋଟି ଟଙ୍କା ବ୍ୟୟରେ ହେବ ପାରଳାଖେମୁଣ୍ଡି ବାଇପାସ୍

ଭୁବନେଶ୍ୱର: ଜନସାଧାରଣଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ଉଦ୍ୟମ ରତ । ଓଡ଼ିଶାର ରୂପାନ୍ତର ପାଇଁ ଅନେକ ପଦକ୍ଷେପ ନେଇ ରାଜ୍ୟର ବିକାଶ ମାନଚିତ୍ରରେ ଆଣିଛନ୍ତି କାୟାକଳ୍ପ । ଗତକାଲି ବିଜୁ ଏକ୍ସପ୍ରେସ ୱେ-୨ର ନିର୍ମାଣ ପାଇଁ ପାହାଡ଼ି କାଟି ଟନେଲ ଜରିଆରେ ରାସ୍ତା…

ଅକ୍ଟୋବର ୧୫ରେ ହୋଇପାରେ ଭାରତ-ପାକ ବିଶ୍ୱକପ ମ୍ୟାଚ

ନୂଆଦିଲ୍ଲୀ:ବିସିସିଆଇ ଦିନିକିଆ ବିଶ୍ୱକପ କ୍ରିକେଟର କାର୍ଯ୍ୟସୂଚୀ ଖୁବ ଶୀଘ୍ର ଘୋଷଣା କରିବାକୁ ଯାଉଛି । ଆଇପିଏଲର ସମାପ୍ତି ପରେ ବିଶ୍ୱକପ ପ୍ରସ୍ତୁତି ଆରମ୍ଭ ହୋଇଯିବ । ରିପୋର୍ଟ ମୁତାବକ ଅକ୍ଟୋବର ୫ରୁ ୧୯ ପର୍ଯ୍ୟନ୍ତ ଏହି ମେଗା ଇଭେଂଟ ଆୟୋଜିତ ହେବ । ଚାମ୍ପିୟନ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ…

ଜନଜାତିଙ୍କ ଅଦ୍ଭୁତ ପାଦ: ଦେଖିବାକୁ ଠିକ୍ କପୋତ ପରି

ତାଞ୍ଜାନିଆ: ଦୁନିଆରେ ଅନେକ ପ୍ରକାରର ଜନଜାତି ବାସ କରନ୍ତି । ସେମାନେ ସାଧାରଣ ଲୋକଙ୍କଠାରୁ ନିଜକୁ ଦୂରେଇ ରଖିଥାନ୍ତିି । ଏହି ଜନଜାତିର ଜୀବନ ଶୈଳୀ, କଥାବାର୍ତ୍ତା, ଚାଲିଚଳନ ଓ ଖାଦ୍ୟପେୟ, ପୋଷାକ ସବୁ ଭିନ୍ନ । ଆଧୁନିକ ଯୁଗରେ ଯାହା ଘଟୁଛି, ଏହି ଲୋକମାନଙ୍କର ସେଥିପ୍ରତି କୌଣସି ସମ୍ପର୍କ…

ରାଖୀ ସାୱନ୍ତଙ୍କ ଭାଇଙ୍କୁ ଉଠାଇ ନେଲା ମୁମ୍ବାଇ ପୋଲିସ

ମୁମ୍ବାଇ: ବଲିଉଡ଼ ଅଭିନେତ୍ରୀ ରାଖୀ ସାୱନ୍ତ ପ୍ରାୟତଃ କୌଣସି ନା କୌଣସି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି । ପୂର୍ବରୁ ସେ ଆଦିଲ ଦୁରାନୀଙ୍କୁ ବିବାହ କରିଥିବା ଦାବି କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲେ । ଏହା ପରେ ସେ ତାଙ୍କ ସ୍ୱାମୀଙ୍କ ବିରୋଧରେ ଠକେଇ ଅଭିଯୋଗ ଆଣିଥିଲେ । ରାଖୀଙ୍କ…

ବାଂଲାଦେଶରେ ଫିଲ୍ମ ‘ପଠାନ’ ରିଲିଜକୁ ବିରୋଧ: ଆପତ୍ତି ଉଠାଇଲେ ବାଂଲାଦେଶୀ ଅଭିନେତା

ମୁମ୍ବାଇ:ବଲିଉଡ଼ର କିଙ୍ଗ୍ ଖାନ୍ ତଥା ଶାହରୁଖ ଖାନଙ୍କ ଅଭିନିତ ଫିଲ୍ମ ‘ପଠାନ’ ଚଳିତ ବର୍ଷର ସବୁଠାରୁ ବଡ ହିଟ୍ ଫିଲ୍ମ । ଏହି ଫିଲ୍ମ ବକ୍ସ ଅଫିସରେ ସମସ୍ତ ରେକର୍ଡ ଭାଙ୍ଗିଛି । ଏହି ଫିଲ୍ମ ଏବେ ବାଂଲାଦେଶରେ ରିଲିଜ ହେବାକୁ ଯାଉଛି । ସବୁଠୁ ବଡ଼ କଥା ୫୨ ବର୍ଷ ପରେ ବାଂଲାଦେଶରେ ହିନ୍ଦୀ ଫିଲ୍ମ…

ତାତିରୁ ତ୍ରାହି ନାହିଁ, ଆଗାମୀ ୫ ଦିନ ଯାଏ ୪୦ ଡିଗ୍ରୀରେ ଜଳିବ ଓଡ଼ିଶା

ଭୁବନେଶ୍ୱର: ରାଜ୍ୟରେ ଏବେ ତାତିରୁ ନିସ୍ତାର ମିଳିବ ନାହିଁ । ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଲାଗି ରହିବ । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଥିବା ବେଳେ ବାତ୍ୟାର ରୂପ ନେବ । ହେଲେ…

ବ୍ରିଜ ଭୂଷଣଙ୍କୁ ନାର୍କୋ ଟେଷ୍ଟ ସାମ୍ନା କରିବା ପାଇଁ ଚ୍ୟାଲେଞ୍ଜ କଲେ ରେସଲର ସାକ୍ଷୀ

ନୂଆଦିଲ୍ଲୀ: ଭାରତୀୟ କୁସ୍ତି ସଂଘ ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ବିପକ୍ଷରେ ଦୁଷ୍କର୍ମ ମାମଲା ଆଣିବା ସହ କଠୋର କାର୍ଯ୍ୟାନୁଷ୍ଠାନ ନେଇ ରେସଲରମାନେ ଯନ୍ତରମନ୍ତରରେ ଧାରଣା ଦେଇଛନ୍ତି । ୨୦୧୬ ରିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ସାକ୍ଷୀ ମଲିକ ବୁଧବାର ବ୍ରିଜଭୂଷଣଙ୍କୁ ଚ୍ୟାଲେଂଜ…

ମୋତେ ସ୍ଲୋ ପଏଜନ ଦେଇ ପାରନ୍ତି, ଟଏଲେଟ ବି ଛାଡୁ ନାହାନ୍ତି; ସୁପ୍ରିମକୋର୍ଟରେ ଆବେଦନ କଲେ ଇମ୍ରାନ ଖାନ

ଇସଲାମବାଦ: ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଗିରଫ ହେବା ପରେ ଦେଶ ଅଶାନ୍ତ ହୋଇପଡିଛି । ସାରା ଦେଶରୁ ଇଣ୍ଟରନେଟ ବନ୍ଦ କରି ଦିଆଯାଇଛି । ଇସଲାମବାଦ କୋର୍ଟ ଇମ୍ରାନଙ୍କ ଗିରଫଦାରିକୁ ଠିକ ବୋଲି ଦର୍ଶାଇବା ପରେ  ଇମ୍ରାନ ଦଳ ପିଟିଆଇ ପକ୍ଷରୁ ଅସନ୍ତୋଷ ପ୍ରକାଶ କରାଯାଇଛି…