ସୂର୍ଯ୍ୟ ପରାଗ ପାଇଁ ଅକ୍ଟୋବର ୨୫ ସରକାରୀ ଛୁଟି
ଭୁବନେଶ୍ୱର: ସୋମବାର ଦୀପାବଳି, ମଙ୍ଗଳବାର ସୂର୍ଯ୍ୟ ପରାଗ । ଅକ୍ଟୋବର ୨୫ରେ ସୂର୍ଯ୍ୟ ପରାଗ ପଡ଼ୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି ।
ସରକାରଙ୍କ ଘୋଷଣା ଅନୁସାରେ ଅକ୍ଟୋବର ୨୫ ମଙ୍ଗଳବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ୍, ସ୍କୁଲ, କଲେଜ ଆଦି ସମସ୍ତ…