Latest Odisha News

BREAKING NEWS

ମଧ୍ୟପ୍ରଦେଶ ବିଜେପିକୁ କଂଗ୍ରେସ ଡର!

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ଏବେ କଂଗ୍ରେସ ବିଜେପି ମୁହାଁମୁହିଁ ସ୍ଥିତିକୁ ଆସି ଯାଇଛନ୍ତି। ଗତ ନିର୍ବାଚନରେ କଂଗ୍ରେସ ମଧ୍ୟପ୍ରଦେଶରେ ଜିତିବା ସହ ସରକାର ଗଢିଥିଲା। କିନ୍ତୁ ପୂର୍ବତନ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ କିଛି କଂଗ୍ରେସ ବିଧାୟକଙ୍କୁ ନେଇ ବିଜେପିକୁ ଯିବା ପରେ କଂଗ୍ରେସ…

କର୍ଣ୍ଣାଟକରେ ମୋଦିଙ୍କ ଗଣିତକୁ ମାତ ଦେବେ କି ରାହୁଲ ?

ଭୁବନେଶ୍ୱର: ରାତି ପାହିଲେ କର୍ଣ୍ଣାଟକ ନିର୍ବାଚନ ପାଇଁ ମତଦାନ ହେବ। ଦୀର୍ଘ ଦିନ ଧରି ଜୋରଦାର ପ୍ରଚାର ପରେ ବର୍ତ୍ତମାନ ବିଭିନ୍ନ ସିଟକୁ ନେଇ ଅଙ୍କକଷା ଆରମ୍ଭ ହୋଇଛି। କର୍ଣ୍ଣାଟକରେ ୨୨୪ ବିଧାନସଭା ଆସନ ଥିବାବେଳେ ଗତ ନିର୍ବାଚନରେ ୭୪ ଟି ବିଧାନସଭା କ୍ଷେତ୍ରରେ ପ୍ରାର୍ଥୀଙ୍କ ଜିତିବା…

ଏଏସ୍ଆଇ ନେଉ କପିଳେଶ୍ୱର ମନ୍ଦିରର ସଂରକ୍ଷଣ ଦାୟିତ୍ୱ, କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ କପିଳେଶ୍ୱର ମନ୍ଦିରର ସଂରକ୍ଷଣ ଏବଂ ଉନ୍ନତି ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗ (ଏଏସଆଇ)କୁ ଦାୟିତ୍ୱ ନେବାକୁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷାନ ରେଡ୍ଡୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା…

ରାଜ୍ୟ ସରକାରଙ୍କୁ ସବ୍‌ସିଡି ଯୋଗାଣ ପ୍ରସଙ୍ଗରେ କେନ୍ଦ୍ର ସରକାର ରଖିଲେ ସ୍ପଷ୍ଟୀକରଣ

ଭୁବନେଶ୍ୱର: ଖାଦ୍ୟ ସୁରକ୍ଷା ଆଇନ ଅଧୀନରେ ଓଡ଼ିଶା ସରକାରଙ୍କୁ ସବ୍‌ସିଡି ଯୋଗାଣ ବିଳମ୍ବିତ ହେବାକୁ ନେଇ କେନ୍ଦ୍ର ସରକାରଙ୍କ ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ବିଭାଗ ପକ୍ଷରୁ କୁହାଯାଇଛି ଯେ, ଦେଶର ପ୍ରାୟ ୮୦ କୋଟି ହିତାଧିକାରୀଙ୍କ ଖାଦ୍ୟ ସୁରକ୍ଷା…

ସ୍ୱାମୀଙ୍କ ବିରୋଧରେ ହତ୍ୟା ଉଦ୍ୟମ ଅଭିଯୋଗ ଆଣିଲେ ଅଭିନେତ୍ରୀ ଚନ୍ଦ୍ରିକା

ମୁମ୍ବାଇ: ଛୋଟ ପରଦାର ଲୋକପ୍ରିୟ ଅଭିନେତ୍ରୀ ଚନ୍ଦ୍ରିକା ସାହା ତାଙ୍କ ସ୍ୱାମୀଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଛନ୍ତି । ସେ ତାଙ୍କ ପିଲାଙ୍କୁ ମାଡ଼ ମାରିବା ସହ ତଳେ କଚାଡ଼ି ହତ୍ୟା ଉଦ୍ୟମ କରିଥିବା ନେଇ ଅଭିଯୋଗ କରିଛନ୍ତି । ଏନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି ।…

ବିହାର ଭବନ ପାଇଁ ପୁରୀରେ ଜମି ଦେବେ ଓଡିଶା ସରକାର

ପାଟଣା: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଜି ମଧ୍ୟାହ୍ନରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ପରେ ସାମ୍ବାଦିକମାନଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ପୁରୀରେ ବିହାର ଭବନ ପାଇଁ ରାଜ୍ୟ ସରକାର ବିହାର ସରକାରଙ୍କୁ ଦେଢ ଏକର ଜମି…

ରେସଲରଙ୍କ ଧାରଣା: ଖାପ ପଂଚାୟତକୁ ଟକ୍କର ଦେବା ପାଇଁ ୪୦୦୦ ବୁଲଡୋଜର ନେଇ ଯିବ କ୍ଷତ୍ରୀୟ ଯୁବ ବାହିନୀ

ଗୌଣ୍ଡା: ଭାରତୀୟ କୁସ୍ତି ସଂଘର ଅଧ୍ୟକ୍ଷ ଓ ବିଜେପି ଏମପି ବ୍ରିଜଭୂଷଣ ଶରଣ ସିଂଙ୍କ ବିପକ୍ଷରେ ରେସଲରମାନେ ଦୁଷ୍କର୍ମ ଅଭିଯୋଗ ଆଣି ଧାରଣା ଦେଇଛନ୍ତି । ଯନ୍ତରମନ୍ତରରେ ରେସଲରଙ୍କ ଏହି ଧାରଣା ଧିରେ ଧିରେ ରାଜନୈତିକ ରୂପ ନେବାରେ ଲାଗିଛି । କୃଷକ ନେତା ରାକେଶ ଟିକାଏତ ଓ ଖାପ ପଂଚାୟତ…

ତାତି ସହ ବଢ଼ିଲା ଗୁଳୁଗୁଳି, ୪୦ ଉପରେ ୧୮ ସହର

ଭୁବନେଶ୍ୱର: ରାଜ୍ୟରେ ତାତି ବଢ଼ିବା ସହ ଗୁଳୁଗୁଳି ବଢ଼ିଛି । ଉପକୂଳରୁ ଉପାନ୍ତ, ପଶ୍ଚିମରୁ ଦକ୍ଷିଣ ଓଡ଼ିଶା ଆଜି ଅସହ୍ୟ ଗରମରେ ସନ୍ତୁଳି ହୋଇଛି । ଆଜି ରାଜ୍ୟର ୧୮ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ଗତକାଲି ଭଳି ଆଜି ବି ରାଜ୍ୟର ଉତ୍ପତ୍ତ ସହର ପାଲଟିଛି ବୌଦ୍ଧ । ବୌଦ୍ଧରେ…

‘ଉନ୍ନତ କୃଷି ହିଁ ପ୍ରଗତିଶୀଳ ରାଷ୍ଟ୍ର ଗଠନର ମୂଳଦୂଆ’

ଭୁବନେଶ୍ୱର: ଓଡ଼ିଶାର କୃଷି ଓ କୃଷକର ବିକାଶକୁ ଲକ୍ଷ୍ୟ କରି ରାଜ୍ୟ ସରକାର ସବୁ ସମୟରେ କାର୍ଯ୍ୟ କରି ଆସୁଛନ୍ତି । କୃଷି ଆମ ରାଜ୍ୟର ଅର୍ଥନୀତିର ପରିମାପକ । କୃଷି ଓ କୃଷକର ବିକାଶକୁ ମୂଳମନ୍ତ୍ର ଭାବରେ ବିବେଚନା କରି ୨୦୧୮ରୁ କୃଷି ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଆରମ୍ଭ ହୋଇଥିଲା କୃଷି…

ଭାରତର ୨୪ କୋଟି କିଶୋରୀ ମାନଙ୍କ ସଶକ୍ତିକରଣ ନିମନ୍ତେ ଆଲୋଚନା

ନୂଆଦିଲ୍ଲୀ: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେସନ (ବିଆଇପିଏଫ୍) ଏବଂ ଫିକି ଓ ୟୁନିସେଫର ମିଳିତ ଆନୁକୂଲ୍ୟରେ ଆଇଡିଏଟ୍ -୨୦୨୩ ନୂଆଦିଲ୍ଲୀରେ ଠାରେ ସୋମବାର ଅନୁଷ୍ଠିତ ହୋଇଯାଇଛି । ଆଇଡିଏଟର ଏହି ଦ୍ୱାଦଶ ତମ ସଂସ୍କରଣରେ  ଯୋଗ ଦେଇ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଅଧିନସ୍ଥ ସ୍କୁଲ…