ଭାରତରେ ଚେସ୍ର ପ୍ରସାର ନେଇ କିଟ୍ ଓ ଫିଡେ ମଧ୍ୟରେ ବୁଝାମଣା
ଭୁବନେଶ୍ୱର: ଭାରତରେ ଚେସ୍ର ପ୍ରସାର ନିମନ୍ତେ କିଟ୍, ଭାରତୀୟ ଚେସ୍ ସଂଘ (ଏଆଇସିଏଫ୍) ଓ ଅନ୍ତର୍ଜାତୀୟ ଚେସ୍ ସଂଘ (ଫିଡେ) ମଧ୍ୟରେ ଆଜି ଗୋଆଠାରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି। ଭାରତରେ ବିଦ୍ୟାଳୟସ୍ତରରୁ ଚେସ୍ର ପ୍ରସାର ଲକ୍ଷ୍ୟରେ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି।…