ପଶ୍ଚିମ ଓଡ଼ିଶା ସମେତ ୧୪ ଜିଲ୍ଲାରେ ଭିଏଚପିର ବନ୍ଦ ଡାକରା; ସନ୍ଧ୍ୟାରେ ବିଜେଡିର ଶାନ୍ତି ଶୋଭାଯାତ୍ରା
ସମ୍ବଲପୁର/ସୁବର୍ଣ୍ଣପୁର:ହନୁମାନ ଜୟନ୍ତୀରେ ହିଂସାକାଣ୍ଡକୁ ନେଇ ତେଜୁଛି ପଶ୍ଚିମଓଡ଼ିଶା ରାଜନୀତି । ଘଟଣାର ପ୍ରତିବାଦରେ ଆଜି ବିଶ୍ୱହିନ୍ଦୁ ପରିଷଦ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ବିଶ୍ୱ ହିନ୍ଦୁ ପରିଷଦର ଏହି ବନ୍ଦ ଡକରାକୁ ସମର୍ଥନ ଜଣାଇଛି ଭାରତୀୟ ଜନତା ପାର୍ଟି । ବନ୍ଦର…