ଭାରତର ତୃତୀୟ ସର୍ବୋଚ୍ଚ ନାଗରିକ ପୁରସ୍କାର ‘ପଦ୍ମ ଭୂଷଣ’ ଗ୍ରହଣ କଲେ ସତ୍ୟ ନାଡେଲା
ନୂଆଦିଲ୍ଲୀ: ସଫ୍ଟଓ୍ୱୟାର କମ୍ପାନୀ ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲାଙ୍କୁ ମିଳିଲା ଭାରତର ତୃତୀୟ ସର୍ବୋଚ୍ଚ ନାଗରିକ ପୁରସ୍କାର ପଦ୍ମ ଭୂଷଣ । ଗତ ସପ୍ତାହରେ ସାନ୍ ଫ୍ରାନ୍ସିସ୍କୋ ସ୍ଥିତ ଭାରତୀୟ କନ୍ସୁଲେଟ୍ ଜେନେରାଲ୍ ଡ. ଟି. ଭି. ନଗେନ୍ଦ୍ର ପ୍ରସାଦଙ୍କଠାରୁ ଆନୁଷ୍ଠାନିକ ଭାବେ ଏହି…