ସରକାରୀ କର୍ମଚାରୀଙ୍କ ବଢିଲା ମହଙ୍ଗା ଭତ୍ତା; ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ରାଜ୍ୟ ସରକାରଙ୍କ ଅଧୀନରେ କାମ କରୁଥିବା କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ରାଜ୍ୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪ ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…