Latest Odisha News

BREAKING NEWS

କଂଗ୍ରେସ ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ମଲ୍ଲିକାର୍ଜୁନ୍ ଖଡ଼଼ଗେ, ଥରୁରଙ୍କୁ ମିଳିଲା ମାତ୍ର ହଜାରେ ଭୋଟ୍

ନୂଆଦିଲ୍ଲୀ: ମଲ୍ଲିକାର୍ଜୁନ୍ ଖଡ଼ଗେ କଂଗ୍ରେସର ନୂଆ ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି । ୧୭ ତାରିଖରେ ହୋଇଥିବା ମତଦାନରେ ବାଜି ମାରିଛନ୍ତି ଖଡ଼ଗେ । ତାଙ୍କୁ ୭ ହଜାର ୮୯୭ ଭୋଟ୍ ମିଳିଥିବା ବେଳେ ଶଶୀ ଥରୁରଙ୍କୁ ମିଳିଛି ପ୍ରାୟ ୧ ହଜାର ୭୨ ଭୋଟ୍ । ୪୧୬ଟି ଭୋଟ୍ ନାକଚ୍ ହୋଇଥିବା ଜଣାପଡ଼ିଛି ।…

ରେଲୱେ ରନିଙ୍ଗ ରୁମ କର୍ମଚାରୀ ମାନଙ୍କ ଶାନ୍ତିପୂର୍ଣ୍ଣ ଧାରଣା

ପାରାଦୀପ : ଠିକା ସଂସ୍ଥାର ମନମାନିରେ ଅସନ୍ତୁଷ୍ଟ ହୋଇ ରେଲୱେ ରନିଙ୍ଗ ରୁମରେ କାର୍ଯ୍ୟ କରୁଥିବା କର୍ମଚାରୀ ମାନେ ଶାନ୍ତିପୂର୍ଣ୍ଣ ଧାରଣାରେ ବସିଛନ୍ତି l ରେଲୱେ ରନିଙ୍ଗ ରୁମରେ କାର୍ଯ୍ୟ କରୁଥିବା ବିଭିନ୍ନ ବର୍ଗର କର୍ମଚାରୀ ମାନେ ଦୀର୍ଘ ୧୭ ବର୍ଷ ଧରି କାର୍ଯ୍ୟ କରିଆସୁଛନ୍ତି l ପୂର୍ବରୁ…

ହୋଲ୍ଡିଂ ଟ୍ୟାକ୍ସ ରଫାଦଫା ପାଇଁ ଲାଞ୍ଚ ନେବାବେଳେ ବନ୍ଧାହେଲେ ଟ୍ୟାକ୍ସ କଲେକ୍ଟର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ରାଜଗାଙ୍ଗପୁର ମ୍ୟୁନିସିପାଲିଟି ଟ୍ୟାକ୍ସ କଲେକ୍ଟର । ଲାଞ୍ଚ ନେବା ବେଳେ ରାଜଗାଙ୍ଗପୁର ମ୍ୟୁନିସିପାଲିଟିର ଟ୍ୟାକ୍ସ କଲେକ୍ଟର ଏମଡି ନସିର୍ ଧରା ପଡ଼ିଛନ୍ତି । ତାଙ୍କ ଠାରୁ ଭିଜିଲାନ୍ସ ଲାଞ୍ଚ ନେଇଥିବା ୧୩ ହଜାର ଟଙ୍କା ଜବତ କରିଛି । ସୂଚନା ଅନୁସାରେ,…

ଭାରତକୁ ଐତିହାସିକ ପ୍ରତିମୂର୍ତ୍ତି ସମେତ ୩୦୭ଟି ପ୍ରାଚୀନ ବସ୍ତୁ ଫେରାଇଲା ଆମେରିକା

ନୂଆଦିଲ୍ଲୀ: ଆମେରିକା ଏବଂ ଭାରତ ମଧ୍ୟରେ ଦିନକୁ ଦିନ ସମ୍ପର୍କ ଭଲ ହେବାରେ ଲାଗିଛି। ଏହାରି ଭିତରେ ଆମେରିକା ଭାରତକୁ ଐତିହାସିକ ପ୍ରତିମୂର୍ତ୍ତି ସମେତ ୩୦୭ ପ୍ରାଚୀନ ବସ୍ତୁ ଫେରାଇଛି । ଏଥିରେ ଐତିହାସିକ ଗୁରୁତ୍ୱପୂର୍ଣ୍ଣ ଅନେକ ଜିନିଷ ରହିଥିଲା। ପ୍ରାୟ ୧୫ ବର୍ଷର ଅନୁସନ୍ଧାନ ପରେ ଭାରତ…

୨୪ ଘଣ୍ଟାରେ ଲଘୁଚାପ, ବାତ୍ୟା ହେଲେ କେଉଁଆଡ଼େ ମୁହାଁଇବ ?

ଭୁବନେଶ୍ୱର: ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଆଜି ସମାନ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁ ମଣ୍ଡଳର ମଧ୍ୟ ଭାଗ ଯାଏ ବ୍ୟାପିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ…

ଘରୋଇ କଳହ ପରିବେଶକୁ କରେ ନଷ୍ଟ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଜୀବନରେ ସମ୍ପର୍କ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସେ ପିତାମାତାଙ୍କ ସହ ସନ୍ତାନର ସମ୍ପର୍କ ହେଉ କିମ୍ବା ସ୍ୱାମୀ-ସ୍ତ୍ରୀ ମଧ୍ୟରେ ସମ୍ପର୍କ। ସମସ୍ତ ସମ୍ପର୍କକୁ ସମ୍ମାନ ଦେବା ଏବଂ ସେମାନଙ୍କର ଗୁରୁତ୍ୱ ବୁଝିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କିନ୍ତୁ କେତେକ ଘରେ…

ବେଆଇନ୍ ଅର୍ଥ କାରବାର ମାମଲା, EDରେ ହାଜର ହେଲେ ପ୍ରଦୀପ ପାଣିଗ୍ରାହୀଙ୍କ ପତ୍ନୀ

ଭୁବନେଶ୍ୱର: ପୂର୍ବତନ ଆଇଏଫ୍ଏସ୍ ଅଭୟ ପାଠକଙ୍କ ସହ ଅର୍ଥ କାରବାର ମାମଲାରେ ଇଡିରେ ହାଜର ହୋଇଛନ୍ତି ସୁଜାତା ପାଣିଗ୍ରାହୀ । ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପତ୍ନୀ ସୁଜାତା ପାଣିଗ୍ରାହୀ ଇଡି ଅଫିସ୍‌ରେ ହାଜର ହୋଇଛନ୍ତି । ପୂର୍ବତନ IFS ଅଭୟ ପାଠକଙ୍କ ଅର୍ଥ କାରବାର ମାମଲାରେ  …

କେଶ ପାଇଁ ଭଲ ମେହେନ୍ଦୀ, ପ୍ରାକୃତିକ ଉପାୟରେ କରନ୍ତୁ ହେୟାର କଲର

ଓଡ଼ିଶା ସମ୍ବାଦ ବ୍ୟୁରୋ: ମେହେନ୍ଦୀ କେବଳ ହାତରେ ନୁହେଁ କେଶ ପାଇଁ ମଧ୍ୟ ବ୍ୟବହୃତ ହୁଏ। ଏହା କେଶକୁ ପ୍ରାକୃତିକ ଭାବରେ ରଙ୍ଗ କରିବା ପାଇଁ ସାହାଯ୍ୟ କରେ। ଧଳା କେଶର ସମସ୍ୟାକୁ ଏଡାଇବା ପାଇଁ ଅନେକ ଲୋକ ହେନା ବ୍ୟବହାର କରନ୍ତି। ଏହା ବ୍ୟତୀତ, ଆଜିକାଲିର ଯୁବପିଢି ଏହାକୁ କେଶକୁ କଳା ଏବଂ…

ହାଇକୋର୍ଟରୁ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି

କଟକ: ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟଙ୍କ ରହିତାଦେଶ । ଯିବନି କଂଗ୍ରେସ ବିଧାୟ ମହମ୍ମଦ ମୋକିମଙ୍କ ପଦ । ଓଡ଼ିଶା ରୁରାଲ୍ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ୍ (ORHDC) ଦୁର୍ନୀତି ମାମଲାରେ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ଜେଲ୍ ଦଣ୍ଡାଦେଶ ଦେଇଥିଲେ ଭିଜିଲାନ୍ସ…

ସ୍ୱାଧୀନ ପ୍ରାର୍ଥୀ ହେବା ପରେ ରାଜେନ୍ଦ୍ର ଦାସଙ୍କୁ ବହିଷ୍କାର କଲା ବିଜେଡି

ଭୁବନେଶ୍ୱର: ବିଦ୍ରୋହୀ ନେତା ରାଜେନ୍ଦ୍ର ଦାସଙ୍କୁ ଆଜି ବହିଷ୍କାର କରିଛି ବିଜେଡି । ଦଳ ବିରୋଧୀ କାର୍ଯ୍ୟ ପାଇଁ ରାଜେନ୍ଦ୍ରଙ୍କୁ ବହିଷ୍କାର କରାଯାଇଥିବା କୁହାଯାଇଛି । ଧାମନଗର ଉପନିର୍ବାଚନରେ ଦଳ ଅବନ୍ତୀଙ୍କୁ ପ୍ରାର୍ଥୀ କରିବା ପରେ ରାଜେନ୍ଦ୍ର ଅସନ୍ତୁଷ୍ଟ ହୋଇ ସ୍ୱାଧୀନ ପ୍ରାର୍ଥୀ…