୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏଥିରେ ଖୋର୍ଦ୍ଧା ଜିଲ୍ଲାର ୬୨ଟି ହାଇସ୍କୁଲ, ବରଗଡ ଜିଲ୍ଲାର ୬୨ଟି, ମୟୁରଭଞ୍ଜ ଜିଲ୍ଲାର ୧୦୦ଟି, ବୌଦ୍ଧ…