Latest Odisha News

BREAKING NEWS

କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ମତଦାନ ଜାରି, ୨୦ ବର୍ଷ ପରେ ଗାନ୍ଧୀ ପରିବାର ବାହାରୁ କିଏ ହେବେ ହାଇକମାଣ୍ଡ ?

ନୂଆଦିଲ୍ଲୀ: ଗାନ୍ଧୀ ପରିବାର ହାତରୁ ଖସିବ କଂଗ୍ରେସ କମାଣ । ଶଶୀ ଥରୁର୍ ନା ମଲ୍ଲିକାର୍ଜୁନ୍ ଖଡ଼ଗେ କିଏ ହେବେ କଂଗ୍ରେସ ହାଇକମାଣ୍ଡ । କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲାଗି ମତଦାନ ହେଉଛି । ସାରା ଦେଶରେ ୩୬ଟି ମତଦାନ କେନ୍ଦ୍ରର ୬୭ଟି ବୁଥରେ ଭୋଟ୍ ଦେଉଛନ୍ତି ୯୩୦୦ରୁ ଅଧିକ କଂଗ୍ରେସ ନେତା ।…

ପିଡିଏସ ଚାଉଳ ବଣ୍ଟନରେ ଦୁର୍ନୀତି ଅଭିଯୋଗ

ନୂଆପଡା : ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ହୋଇଥିବା ଅଭିଯୋଗ ଆଣିଲେ ରଜନା ପଂଚାୟତ ବାସୀ । ୮୮୬ ହିତାଧିକାରୀଙ୍କ ଚାଉଳ ହଡ଼ପ ହୋଇଥିବା ଅଭିଯୋଗ ହୋଇଛି। ନୂଆପଡା ଜିଲ୍ଲା କୋମନା ବ୍ଲକ ରଜନା ପଂଚାୟତ ଚାରି ଗୋଟି ଗାଁକୁ ନେଇ ଗଠିତ । ଏହି ପଂଚାୟତର ଅଧିବାସୀ ତିଖାଲି ଡ୍ୟାମ ନିର୍ମାଣରେ…

ବ୍ରହ୍ମପୁରର କଦର୍ଯ୍ୟ ରାସ୍ତା ନେଇ ଦାନା ବାନ୍ଧୁଛି ଆନ୍ଦୋଳନ

ବ୍ରହ୍ମପୁର: ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର ବ୍ରହ୍ମପୁର ସହରର କଦର୍ଯ୍ୟ ରାସ୍ତାକୁ ନେଇ ଏବେ ସହରବାସୀଙ୍କ ମଧ୍ୟରେ ଆନ୍ଦୋଳନ ଦାନା ବାନ୍ଧୁଛି। ବ୍ରହ୍ମପୁର ମହାନଗର ନିଗମ ଏବଂ ପୂର୍ତ୍ତ ବିଭାଗର ଅପରାଗତାକୁ ନେଇ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଖୁବ୍‌ ଶୀଘ୍ର ରାସ୍ତା ମରାମତି ଦିଗରେ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିକାଣ୍ଡ, ଜଣେ ଗୁରୁତର

ସୁବର୍ଣ୍ଣପୁର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିକାଣ୍ଡ। ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନା ରୁଗୁଡିପାଲି ଗାଁରେ ରବିବାର ରାତିରେ ଘଟିଛି ଏପରି ଅଘଟଣ। ସୂଚନା ଅନୁସାରେ ରୁଗୁଡିପାଲି ଗାଁର ପଞ୍ଚାନନ ମିଶ୍ର ଗାଁରେ ଥିବାବେଳେ ବାଘରତୈଲାର ଜଣେ ଯୁବକ ଆସି ୫ ରୁ ୬ ରାଉଣ୍ଡ ଗୁଳି…

ମିଳିଲାନି ଜାମିନ୍, ଜେଲରେ ରହିବେ ରହସ୍ୟମୟୀ ଅର୍ଚ୍ଚନା ନାଗ

ଭୁବନେଶ୍ୱର: ରହସ୍ୟମୟୀ ବ୍ଲାକମେଲର ଅର୍ଚ୍ଚନାର ଜାମିନ୍ ଆବେଦନ ଖାରଜ ହୋଇଛି । ଭୁବନେଶ୍ୱର SDJM କୋର୍ଟ ସୋମବାର ଅର୍ଚ୍ଚନା ନାଗଙ୍କ ଜାମିନ୍ ଆବେଦନ ଖାରଜ କରି ଦେଇଛନ୍ତି । ବିଳାସପୂର୍ଣ୍ଣ ଜୀବନ ବିତାଉଥିବା ଅର୍ଚ୍ଚନା ଅକ୍ଟୋବର ୬ରେ ଗିରଫ ପରେ ଜେଲରେ ରହିଛି । ଅର୍ଚ୍ଚନା ନାଗ ତା ନାଗ ଫାସରେ…

ଦର୍ଶକଙ୍କ ମନକୁ ଛୁଇଁଛି ଚଳଚ୍ଚିତ୍ର ‘ଡକ୍ଟର ଜୀ’, ୩ ଦିନରେ ୧୫ କୋଟି ଟଙ୍କା କଲେକ୍ସନ

ମୁମ୍ବାଇ: ସ୍ୱଳ୍ପ ବଜେଟ୍ ଚଳଚ୍ଚିତ୍ରରେ ଅଭିନୟ କରି ହିଟ୍ ହେଉଥିବା ଅଭିନେତା ଆୟୁଷ୍ମାନ ଖୁରାନା ଏବେ ପୁଣି କମାଲ କରିଛନ୍ତି। ତାଙ୍କ ଚଳଚ୍ଚିତ୍ର 'ଡକ୍ଟର ଜୀ' ପାଇଁ ଆଜିକାଲି ସେ ବେଶ ଚର୍ଚ୍ଚାରେ ଅଛନ୍ତି। ଏହି ଅଭିନେତାଙ୍କ ଫିଲ୍ମ ବକ୍ସ ଅଫିସରେ ଦର୍ଶକଙ୍କ ହୃଦୟ ଜିତିବା ସହିତ ଭଲ ଆୟ ମଧ୍ୟ…

ସୃଷ୍ଟି ହେଲା ଘୂର୍ଣ୍ଣି ବଳୟ, ୨୦ ତାରିଖ ସୁଦ୍ଧା ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଘୂର୍ଣ୍ଣି ବଳୟଟି ବାୟୁମଣ୍ଡଳର ୩.୧ କିମି ଯାଏ ବ୍ୟାପିଛି । ପ୍ରଭାବରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୦ତାରିଖ ବେଳକୁ ଏକ ଲଘୁଚାପ…

ଟି୨୦ ବିଶ୍ୱକପ: ଖେଳିପାରିବେ କୋଭିଡ ପଜିଟିଭ ଖେଳାଳି

ନୂଆଦିଲ୍ଲୀ:ଅଷ୍ଟ୍ରେଲିଆରେ ଆରମ୍ଭ ହୋଇ ଯାଇଥିବା ଟି୨୦ ବିଶ୍ୱକପ କ୍ରିକେଟରେ ଆଇସିସି କୋଭିଡ କଟକଣାକୁ ସମ୍ପୂର୍ଣ୍ଣ ଭାବେ କୋହଳ କରିଦେଇଛି । ଏପରିକି କୋଭିଡ ୧୯ ପଜିଟିଭ ଖେଳାଳିଙ୍କୁ ମଧ୍ୟ ମ୍ୟାଚ ଖେଳିବା ପାଇଁ ସୁଯୋଗ ଦିଆଯିବ । ସଂକ୍ରମିତ ଖେଳାଳିଙ୍କୁ ଆଇସୋଲେସନରେ ରଖାଯିବନି । ତେବେ…

ଯୁବକଙ୍କ ହାତ ବାନ୍ଧି ଗାଡ଼ି ପଛରେ ଦୌଡ଼ାଇବାକୁ ନେଇ କ’ଣ କହିଲେ କଟକ ଡିସିପି ?

କଟକ: ବିଚ୍ ରାସ୍ତାରେ ଦୁର୍ବୃତ୍ତଙ୍କ ବର୍ବରତା ପରେ ମୁହଁ ଖୋଲିଛନ୍ତି କଟକ ଡିସିପି ପିନାକ ମିଶ୍ର । ଡିସିପି କହିଛନ୍ତି, ଦୁର୍ବୃତ୍ତ ଯୁବକଙ୍କ ହାତ ବାନ୍ଧି ଗାଡ଼ି ପଛରେ ଦୌଡ଼ାଇବାକୁ ଟ୍ରାଫିକ୍ ପୋଲିସ ଦେଖି ନାହିଁ । ପୋଲିସ ଯାଞ୍ଚ କରୁଛି । ଯଦି ଦୁର୍ବୃତ୍ତ କୌଣସି ଟ୍ରାଫିକ୍ ପୋଷ୍ଟ…

ଉଜ୍ଜଳ ତ୍ୱଚା ପାଇଁ ବ୍ୟବହାର କରନ୍ତୁ ଲେମନ୍ ବାମ୍

ଓଡ଼ିଶା ସମ୍ବାଦ ବ୍ୟୁରୋ: ଲେମନ୍ ବାମ୍ ବା ଲେମ୍ବୁ ବାମ୍ ସମ୍ପର୍କରେ କେବେ ଶୁଣିଛନ୍ତି କି ? ଲେମନ୍ ବାମ୍ ଆପଣଙ୍କ ତ୍ୱଚା ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ଅଧିକାଂଶ ଲୋକେ ଲେମ୍ବୁ ବାମ ବିଷୟରେ ଜାଣନ୍ତି ନାହିଁ। କିନ୍ତୁ ଏହା ଅନେକ ଉପକାର କରିଥାଏ। ଆମ ଚର୍ମ ସମ୍ବନ୍ଧୀୟ ସମସ୍ୟା ପାଇଁ…