ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ୍ ନଭେମ୍ବର ୩ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ସୂଚନା ଦିଆଯାଇଛି । ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ…