କୁକୁଡା ଦେଇ ଫେରିବା ବେଳେ ଦୁର୍ଘଟଣା ; ୨ ମୃତ, ୨ ଗୁରୁତର
ବାଲେଶ୍ୱର : ସକାଳୁ ସକାଳୁ ଦୁର୍ଘଟଣା ୨ ମୃତ, ୨ ଗୁରୁତର । ଅଜଣା ଗାଡ଼ି ସହ ଧକ୍କା ହେଲା ମିନିଟ୍ରକ୍ । ମୃତକ ୨ ଜଣ ହେଲେ ସୈଫୁଲ ଗାଜି ଓ ଅଶରଫ୍ ସର୍ଦ୍ଦାର ।
ସୂଚନା ଅନୁଯାୟୀ, ବାଲେଶ୍ୱର ଜିଲ୍ଲା ୧୬ ନଂ ଜାତୀୟ ରାଜପଥ କଲେଜ ଛକ ନିକଟ ଜଗନ୍ନାଥ ଢ଼ାବା ନିକଟରେ ମର୍ମନ୍ତୁଦ ସଡ଼କ…