SI Exam Scam:ଏସଆଇ ପରୀକ୍ଷା କେଳେଙ୍କାରୀ; ନେପାଳ ବର୍ଡରରୁ ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ
ଭୁବନେଶ୍ବର: ବହୁଚର୍ଚ୍ଚିତ ଏସଆଇ ପରୀକ୍ଷା କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ । ନେପାଳ ସୀମାନ୍ତ ଉତ୍ତରାଖଣ୍ଡଅଞ୍ଚଳରୁ ଗିରଫ କଲା କ୍ରାଇମବ୍ରାଞ୍ଚ । ତେବେ ଘଟଣା ପରଠାରୁ ସେ ନେପାଳ ବର୍ଡରରେ ଆତ୍ମଗୋପନ କରିଥିଲା ।
ତେବେ ପୁଲିସ ଶଙ୍କରକୁ ଖୋଜିଖୋଜି…