ଜମିବାଡ଼ି ବିବାଦକୁ ନେଇ ହତ୍ୟାକାଣ୍ଡ;୨ ଦୋଷୀଙ୍କୁ ଆଜୀବନ ଜେଲ୍
ବଲାଙ୍ଗୀର:ବଲାଙ୍ଗୀର ଜିଲା ଲୋଇସିଂହା ଥାନା ରାମସିଂହା ଗାଁରେ ୨୦୧୮ ମସିହାରେ ଜମିବାଡ଼ି ବିବାଦକୁ ନେଇ ହତ୍ୟାକାଣ୍ଡ ହୋଇଥିଲା । ହତ୍ୟାକାଣ୍ଡ ମାମଲାର ଗୁରୁବାର ରାୟ ପ୍ରକାଶ ପାଇଛି । ଅତିରିକ୍ତ ଜିଲା ଦୌରାଜଜ୍ (ଦ୍ୱିତୀୟ) ଏହି ମାମଲାର ବିଚାର କରି ଦୁଇ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ…