ଏଥର ଅଫିିସିଆଲ, ଭାରତୀୟ ବିଶ୍ୱକପ ଦଳରେ ସାମିଲ ହେଲେ ସାମି
ନୂଆଦିଲ୍ଲୀ: ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳରେ ମହମ୍ମଦ ସାମିଙ୍କୁ ସାମିଲ କରାଯାଇଛି । ଆଘାତପ୍ରାପ୍ତ ଯଶପ୍ରୀତ ବୁମରାହଙ୍କ ସ୍ଥାନରେ ସେ ଏହି ସୁଯୋଗ ପାଇଛନ୍ତି । ପୂର୍ବରୁ ଏ ନେଇ ଖବର ପ୍ରକାଶ ପାଇଥିଲେ ମଧ୍ୟ ଶୁକ୍ରବାର ବିସିସିଆଇ ପକ୍ଷରୁ ବିଧିବଦ୍ଧ ଭାବେ…