ବେଆଇନ୍ କାରଖାନାରୁ ୧୦ କୋଟି ଟଙ୍କାର ଗୁଟଖା, କଞ୍ଚାମାଲ, ମସିନ ଜବତ
ବ୍ରହ୍ମପୁର: ବ୍ରହ୍ମପୁର ସହର ଉପକଣ୍ଠ ତଥା ଗୋଳନ୍ଥରା ଥାନା ଅନ୍ତର୍ଗତ ହଳଦିଆପଦର ଏବଂ ଅଟୋନଗରରେ ଚାଲିଥିବା ବେଆଇନ ଗୁଟଖା କାରଖାନା ଉପରେ ପୋଲିସ ଚଢ଼ଉ କରିଛି। ପ୍ରାୟ ୧୦ କୋଟି ଟଙ୍କାର ଗୁଟଖା, କଞ୍ଚାମାଲ ଏବଂ ଯନ୍ତ୍ରପାତି ଜବତ ହୋଇଛି। ଏନେଇ ଗୋଳନ୍ଥରା ଥାନାରେ ତିନିଟି ମାମଲା ରୁଜୁ…