Latest Odisha News

BREAKING NEWS

ଦୁଷ୍କର୍ମ ମାମଲାରେ ସଜା କାଟୁଥିବା କଏଦୀଙ୍କ ମୃତ୍ୟୁ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଚିକିତ୍ସାଧୀନ ଅବସ୍ଥାରେ କଏଦୀଙ୍କ ମୃତ୍ୟୁ । ୨୦୧୭ ମସିହାରେ ଏକ ଦୁଷ୍କର୍ମ ମାମଲାରେ ସଜା କାଟୁଥିଲେ ମୟୂରଭଞ୍ଜ ରାଇରଙ୍ଗପୁରର ବିଶୋଇ ଥାନା ଅନ୍ତର୍ଗତ ବିଜାତଳା ବ୍ଲକ କୁମ୍ଭାରସାହି ଗ୍ରାମର ଚୈତନ୍ୟ ବେହେରା (୬୫) । ଗତକାଲି ତାଙ୍କର ମୃତ୍ୟୁ ଘଟିଛି। କିଛି ଦିନ…

ଅନୁଭୂତ ହେଲା ଶୀତୁଆ କୁହୁଡ଼ି, ଆରମ୍ଭ ହେବ ଶୀତ

ଭୁବନେଶ୍ୱର: ଧର୍ମ ମାସ କାର୍ତ୍ତିକ ଆରମ୍ଭ ସହ ରାଜ୍ୟରେ ଶୀତୁଆ କୁହୁଡ଼ି ଅନୁଭୂତ ହୋଇଛି । ଆଜି ଭୋରରୁ ରାଜଧାନୀରେ ଅନୁଭୂତ ହୋଇଛି ଚଳିତ ମାସର ପ୍ରଥମ ଘନକୁହୁଡ଼ି । ଘନକୁହୁଡ଼ି ପାଇଁ ଦୃଶ୍ୟମାନ ଦୂରତା ୧୦୦ ମିଟର ଥିବାବେଳେ ୧ ଘଣ୍ଟା ମଧ୍ୟରେ ଦୃଶ୍ୟମାନ ଦୂରତା ୩୫୦୦ ମିଟର ତଳକୁ ଖସିଥିଲା ।…

ଶରଧାବାଲିରେ ୫୫ତମ କୁମାର ଉତ୍ସବ

ପୁରୀ : ଶରଧାବାଲିରେ ୫୫ତମ କୁମାର ଉତ୍ସବ ପାଳିତ । ପରମ୍ପରା ଅନୁଯାୟୀ ପୁରୀରେ ଦୀର୍ଘ ୫୫ବର୍ଷ ଧରି ଏହି କୁମାର ଉତ୍ସବ ପାଳିତ ହୋଇଆସୁଛି  । ପୁରୀବାସୀ, ସଂସ୍କୃତି ପ୍ରେମୀ, ଭକ୍ତ ଓ ଦର୍ଶନାର୍ଥିଙ୍କୁ ପରମ୍ପରା ସହିତ ଯୋଡି ରଖିବାର କୁମାର ଉତ୍ସବ ହେଉଛି ଏକ ଅଭିନବ ପ୍ରୟାସ । ୧୦ ତାରିଖରୁ  …

ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲା, ମମତାଙ୍କ ଦଳର ଆଉ ଜଣେ ବିଧାୟକ ଗିରଫ

କୋଲକାତା: ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଆଉ ଜଣେ ଟିଏମସି ବିଧାୟକ ମାଣିକ ଭଟ୍ଟାଚାର୍ଯ୍ୟ ଗିରଫ। ଇଡି ଏହି ବିଧାୟକଙ୍କୁ ଗିରଫ କରିଛି। ଏହାପୂର୍ବରୁ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଏବଂ ତାଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀ ଗିରଫ ହୋଇ ଜେଲରେ ରହିଛନ୍ତି। ମାଣିକ…

ଅକ୍ଟୋବର ମାସ ଆସିଲେ ଉପକୂଳିଆ ଲୋକଙ୍କୁ ଘାରୁଛି ବାତ୍ୟା ଭୟ

ଭୁବନେଶ୍ୱର: ପ୍ରତିବର୍ଷ ବାତ୍ୟା ଦେଖୁଛି ଓଡ଼ିଶା । କେବେ ମେ’ତ ଆଉ କେବେ ଅକ୍ଟୋବର ଓ ନଭେମ୍ବରରେ ଓଡ଼ିଶାରେ ତାଣ୍ଡବ ରଚୁଛି ସାମୁଦ୍ରିକ ଝଡ଼ । ପାଣିପାଗ ବିଭାଗର ତଥ୍ୟ ଅନୁସାରେ, ବଙ୍ଗୋପସାଗରରେ ୧୮୭୭-୨୦୦୫ ମସିହା ମଧ୍ୟରେ ବଢ଼ିଛି ବାତ୍ୟା ସଂଖ୍ୟା । ମୁଖ୍ୟତଃ ଏସବୁ ବାତ୍ୟା ମେ ମାସରୁ ନେଇ…

ସ୍ୱଳ୍ପ ଗଳ୍ପ : ନାଆଁଟି ସ୍ୱାଦଯୁକ୍ତ

ଜ୍ୟୋତି ନନ୍ଦଙ୍କ ନିୟମିତ ସ୍ତମ୍ଭ ‘ସ୍ୱଳ୍ପ ଗଳ୍ପ’ ଭାଗ : ୩୮ ସେ ଜଣେ ବିଦ୍ୱାନ। ଧର୍ମ ଶାସ୍ତ୍ର ସମ୍ପର୍କିତ ତାଙ୍କର ଜ୍ଞାନ ପ୍ରାଞ୍ଜଳ ଏବଂ ସ୍ପଷ୍ଟ ଆଉ ତାହା ସହିତ ତାଙ୍କର ପ୍ରତ୍ୟୁତ୍ପନ୍ନମତିତା ସେ ସମୟର ପ୍ରସିଦ୍ଧ ମୁଗଲ ସମ୍ରାଟ ଆକବରଙ୍କୁ ସବୁ ସମୟରେ ମୁଗ୍ଧ କରି ରଖିବା ଭଳି କଥାର…

ଆଜି ବି ଅଛନ୍ତି ରେଖା ଓ ଅମିତାଭ ବଚ୍ଚନଙ୍କ ଦିୱାନା, ଜାଣନ୍ତୁ ଏହି ଯୋଡିଙ୍କ ପ୍ରେମ କାହାଣୀ

ମୁମ୍ବାଇ: ଅମିତାଭ ବଚ୍ଚନ ଏବଂ ରେଖାଙ୍କ ପ୍ରେମ କାହାଣୀ ସମ୍ପର୍କରେ ସମସ୍ତେ ଅବଗତ ଅଛନ୍ତି। ସେମାନଙ୍କର ପ୍ରେମ କାହାଣୀ ଏବେ ମଧ୍ୟ ଲୋକମାନଙ୍କ ପାଇଁ ଏକ ଆଲୋଚନାର ବିଷୟ ପାଲଟିଥାଏ। ଯଦିଓ ଅମିତାଭ ବଚ୍ଚନ ଜୟା ବଚ୍ଚନଙ୍କୁ ବିବାହ କରିଛନ୍ତି, କିନ୍ତୁ ତାଙ୍କର ପ୍ୟାର କା ପଞ୍ଚନାମା କେବଳ…

ଆର ପାରିରେ ଛେଲେ ଶୋ ଫିଲ୍ମର ଶିଶୁ କଳାକାର ରାହୁଲ

ମୁମ୍ବାଇ: ଓସ୍କାର ପୁରସ୍କାର ପାଇଁ ଯାଇଥିବା ଭାରତୀୟ ଫିଲ୍ମ ଛେଲେ ଶୋର ଶିଶୁ କଳାକାର ରାହୁଲ କୋଲୀ ଆଉ ନାହାନ୍ତି । ୧୫ ବର୍ଷୀୟ ରାହୁଲ ଦୀର୍ଘ ଦିନ ଧରି କର୍କଟ ରୋଗରେ ଆକ୍ରାନ୍ତ ଥିଲେ । ଫିଲ୍ମ ଶୁଟିଂ ବେଳେ ତାଙ୍କୁ କ୍ୟାନସର ହୋଇଥିବା ଜଣା ପଡିଥିଲା । ଫିଲ୍ମ ରିଲିଜ ହେବା ପୂର୍ବରୁ ତାଙ୍କ…

ନୂଆ ନିୟମ ଜାରି କଲା ବିଏମସି, ନମାନିଲେ ଦେବେ ଜୋରିମାନା

ଭୁବନେଶ୍ୱର: ଭୁବନେଶ୍ୱରକୁ ସ୍ବଚ୍ଛ ରଖିବା ନିମନ୍ତେ ଭୁବନେଶ୍ବର ମହାନଗର ନିଗମ ଗୋଟିଏ ପରେ ଗୋଟିଏ ପଦକ୍ଷେପ ନେଉଛି। ଘର ବାହାରେ ୫ ମିଟର ପର୍ଯ୍ୟନ୍ତ ସଫା ନରଖିଲେ ଜୋରିମାନା ଦେବାକୁ ହେବ ବୋଲି ପୂର୍ବରୁ କହିଥିଲା ବିଏମସି। ଏବେ ଏହି ଧାରାରେ ଏଣିକି ଘର ବାହାରେ ଦୁଇଟି ଡଷ୍ଟବିନ୍ ବା…

୮୦ ବର୍ଷରେ ପାଦ ଥାପିଲେ ବିଗ୍‌ ବି ଅମିତାଭ ବଚ୍ଚନ

ମୁମ୍ବାଇ: ଆଜି ହେଉଛି ବିଗ୍‌ ବି ଅମିତାଭ ବଚ୍ଚନଙ୍କ ଜନ୍ମଦିନ  । ୮୦ ବର୍ଷରେ ପାଦ  ଦେଇଛନ୍ତି ବିଗ୍‌ ବି ଅମିତାଭ  । ଗୋଟିଏ ନାଁ  କିନ୍ତୁ ସାଉଁଟିଛନ୍ତି ଅନେକ ଚରିତ୍ର ଓ ଅନେକ ପରିଚୟ । ୧୯୪୨ ମସିହା ଅକ୍ଟୋବର ମାସ ଆଜିର ଦିନରେ ଉତ୍ତର ପ୍ରଦେଶର ଆଲ୍ଲାହାବାଦରେ ଜନ୍ମଗ୍ରହଣ କରିଥିଲେ ଅମିତାଭ…