Naveen patnaik: ‘ନବୀନଙ୍କ ଚିଠି ପରେ ରାଜ୍ୟ ସରକାରଙ୍କ ନିଦ ଭାଙ୍ଗିଲା’
ଭୁବନେଶ୍ୱର: ବିଜୁ ଜନତା ଦଳ ଓଡ଼ିଶାରେ ସାର ଯୋଗାଣ ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରୁ ଜାରି ହୋଇଥିବା ପ୍ରେସ୍ ବିଜ୍ଞପ୍ତିକୁ ଗଭୀରତାର ସହିତ ଗ୍ରହଣ କରିଛି। ଗତକାଲି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଦ୍ୱାରା କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେ.ପି. ନଡ୍ଡାଙ୍କୁ…