Naveen’s Rally: ନବୀନଙ୍କ ସଭା ଭଣ୍ଡୁର ପାଇଁ ବିଜେପି କରୁଛି ଉଦ୍ୟମ: ବିଜେଡି
ନୂଆପଡ଼ା: ନୂଆପଡା ଉପନିର୍ବାଚନ ପାଇଁ ଜମୁଛି ପ୍ରଚାର ପ୍ରସାର। ବିଭିନ୍ନ ରାଜନୈତିକ ଦଳ ଜୋରସୋର ଆରମ୍ଭ କରିଦେଇଛନ୍ତି ନିର୍ବାଚନ ପ୍ରଚାର। ଏହାରି ଭିତରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ବାଚନୀ ସଭାକୁ ଭଣ୍ଡୁର କରିବା ପାଇଁ ବିଜେପି ଷଡ଼ଯନ୍ତ୍ର କରୁଛି ବୋଲି…