ପିଲାଙ୍କୁ କଫ ସିରପ ଦେଲେ ହୁଏ ଏପରି ସମସ୍ୟା, ଜାଣନ୍ତୁ କଣ କୁହନ୍ତି ଡାକ୍ତର
ଓଡ଼ିଶା ସମ୍ବାଦ ବ୍ୟୁରୋ: ପ୍ରାୟତଃ ଆମକୁ କାଶ ହେଲେ ତୁରନ୍ତ କଫ ସିରପ ନେବାକୁ ପସନ୍ଦ କରୁ। ଭାରତର ଯେକୌଣସି ମେଡିକାଲ ଷ୍ଟୋରରୁ କଫ ସିରପ ସହଜରେ କିଣାଯାଇପାରିବ। କିନ୍ତୁ ନିକଟରେ ବାହାରିଥିବା WHO ରିପୋର୍ଟ ଏକ ସତର୍କ ସୂଚନା ଜାରି କରିଛି। ଗାମ୍ବିଆରେ କଫ ସିରପରୁ ୬୬ଜଣ ପିଲାଙ୍କ ମୃତ୍ୟୁ…