Latest Odisha News

BREAKING NEWS

ପୁରୀ ଦଙ୍ଗାକୁ ୪ ବର୍ଷ, ଶ୍ରୀଜଗନ୍ନାଥ ସେନା ପକ୍ଷରୁ ବଳିଦାନ ଦିବସ ପାଳନ

ପୁରୀ: ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ଯବସ୍ଥାକୁ ନେଇ ବନ୍ଦ ପାଳନ ଓ ପୋଡ଼ାଜଳା ଘଟଣାକୁ ୪ ବର୍ଷ ପୂରିଛି । ୨୦୧୮ ଅକ୍ଟୋବର ୩ରେ ଶ୍ରୀଜଗନ୍ନାଥ ସେନା ପୁରୀରେ ଶାନ୍ତିପୂର୍ଣ୍ଣ ବନ୍ଦ ଡାକରା ଦେଇଥିଲା । ହେଲେ ଶାନ୍ତିପୂର୍ଣ୍ଣ ବନ୍ଦ ଡାକରା ନେଇଥିଲା ଦଙ୍ଗାର ରୂପ । ବଡ଼ଦାଣ୍ଡରେ ବ୍ୟାପକ…

କ’ଣ କହୁଛି ଧାମନଗର ବିଧାନସଭା ନିର୍ବାଚନ ଇତିହାସ ? କାହା ପଲ୍ଲା କେତେ ଭାରି ?

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ ବିଗୁଲ୍ ବାଜି ସାରିଛି । ବିଜେପି ପୁଣି ଥରେ ଆସନ ଅକ୍ତିଆର କରିବ ବୋଲି ଦାବି କରିଥିବା ବେଳେ ବିଜେଡି କହିଛି ଏକତରଫା ବିଜୟ ହେବ । ହେଲେ ୨ ହଜାର ମସିହାରୁ ଆଜି ଯାଏ ୨୨ ବର୍ଷ ଭିତରେ ଧାମନଗରବାସୀ କୌଣସି ଗୋଟିଏ ଦଳ କି ପ୍ରାର୍ଥୀ ଉପରେ ଭରସା କରି…

ଧାମନଗର ସିଟ ଆମର ଥିଲା ଆମର ରହିବ: ବିରୋଧୀ ଦଳ ନେତା

ଭୁବନେଶ୍ୱର : ଧାମନଗର ଉପନିର୍ବାଚନ ପାଇଁ ବାଜିଲା ବିଗୁଲ । ଭାରତୀୟ ନିର୍ବାଚନ କମିଶନ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛି। ନଭେମ୍ବର ୩ରେ ଉପନିର୍ବାଚନ ପାଇଁ ପଡ଼ିବ ଭୋଟ । ଅକ୍ଟୋବର ୭ରେ ଏନେଇ ପ୍ରକାଶ ପାଇବ ବିଜ୍ଞପ୍ତି । ଅକ୍ଟୋବର ୧୪ରେ ନାମାଙ୍କନ ଦାଖଲର ଶେଷ ଦିନ ରହିଛି । ୧୫ରେ…

ମା ବିରଜାଙ୍କ ପାଇଁ ଶ୍ରୀମନ୍ଦିରରୁ ଆସିଲା ବାରପାଟିଆ ପାଟ

ଯାଜପୁର: ଶ୍ରୀକ୍ଷେତ୍ରରୁ ଆସିଲା ମା’ଙ୍କ ବାରପାଟିଆ ପାଟ। ଦୂର୍ଗାପୂଜା ଅବସରରେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ  ମା ବିରଜାଙ୍କ ରଥଯାତ୍ରା ଅନୁଷ୍ଠିତ ହୁଏ। ପରମ୍ପରା ଅନୁଯାୟୀ ମାଙ୍କ ରଥଯାତ୍ରା ସମୟରେ ଶ୍ରୀମନ୍ଦିରରୁ ଶ୍ରୀଜିଉଙ୍କ ପ୍ରଦତ୍ତ ବସ୍ତ୍ର ମା ବିରଜାଙ୍କ ଉଦ୍ଦେଶ୍ୟରେ ପ୍ରେରଣ…

ଚିକିତ୍ସାରେ ବିଳମ୍ବ ପାଇଁ ହାତୀର ମୃତ୍ୟୁ

ବାରିପଦା : ମୟୂରଭଞ୍ଜ ଜିଲ୍ଲା ବେତନଟୀ ରେଞ୍ଜ ତଥା ଥାନା ଅଧୀନ ମସିଣାକାଟି ସଂରକ୍ଷିତ ଜଙ୍ଗଲରେ ଅଟକି ରହିଥିବା ଅସୁସ୍ଥ ଦନ୍ତାହାତୀର ରବିବାର ଅସ୍ତ୍ରୋପଚାର ସହିତ ଆବଶ୍ୟକ ଚିକିତ୍ସା କରାଯାଇଥିଲେ ସୁଦ୍ଧା ସୋମବାର ସକାଳେ ଦନ୍ତାର ମୃତଦେହ ଉଦ୍ଧାର କରିଛି ବନବିଭାଗ । ସୂଚନା ମୁତାବକ…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୬ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ପୁଣି ବର୍ଷା । ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପ୍ରଭାବରେ ରାଜ୍ୟର ବିଭିନ୍ନ…

ଦୁର୍ଗାପୂଜା ପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର, ଚାଲିଛି ମହାନବମୀ ପୂଜା

ପୁରୀ: ଦୁର୍ଗାପୂଜା ପାଇଁ ଉତ୍ସବ ମୁଖରିତ ଶ୍ରୀକ୍ଷେତ୍ର। ଆଜି ଶ୍ରୀକ୍ଷେତ୍ରରେ କ୍ଷେତ୍ରାଧୀଶ୍ଵରୀ ମା ବିମଳାଙ୍କ ସହ ବିଭିନ୍ନ ପୀଠରେ ପାଳିତ ହେଉଛି ପବିତ୍ର ମହାନବମୀ। ଷୋଡଶ ଉପଚାର ସହ ମାଙ୍କର ଗୁପ୍ତପୂଜା ଚାଲିଛି। ମହାଷ୍ଟମୀରେ ମା ଵିମଳାଙ୍କ ନିକଟରେ ଛାଗ ବଳୀ ପଡିବାର ପରମ୍ପରା ରହିଛି।…

ରାଉରକେଲାରେ ଗଡିବ ‘ମୋ ବସ’

ରାଉରକେଲା : ରାଜ୍ୟର ଅନ୍ୟତମ ପ୍ରମୁଖ ସହର ରାଉରକେଲାରେ ଗଡିବ ‘ମୋ ବସ’ । ଆସନ୍ତା ଡିସେମ୍ବର ସୁଦ୍ଧା ମୋ ବସ ସେବା ଆରମ୍ଭ ହେବାକୁ ଯାଉଛି  । ଟୁର୍‌ ଅପରେଟରଙ୍କ ଜରିଆରେ କ୍ରୁଟ୍‌(କ୍ୟାପିଟାଲ୍‌ ରିଜିଅନ୍‌ ଅର୍ବାନ୍‌ ଟ୍ରାନ୍‌ସ୍‌ପୋର୍ଟ) ଏହି ସେବା ଯୋଗାଇଦେବ ବୋଲି କ୍ରୁଟ୍‌ ପକ୍ଷରୁ…

ବାୟୁସେନାରେ ସାମିଲ୍ ହେଲା ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ହେଲିକପ୍ଟର ‘ପ୍ରଚଣ୍ଡ’

ନୂଆଦିଲ୍ଲୀ: ‘ପ୍ରଚଣ୍ଡ’ ଦେଖାଇବ ପରାକ୍ରମ । ରାଡାରକୁ ଦେବ ଚକମା । ବାୟୁସେନାରେ ସାମିଲ୍ ହୋଇଛି ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଲାଇଟ୍ କମ୍ବାଟ୍ ହେଲିକପ୍ଟର ‘ପ୍ରଚଣ୍ଡ’ । ଯୋଧପୁରରେ ବାୟୁସେନାରେ ‘ପ୍ରଚଣ୍ଡ’କୁ ସାମିଲ୍ କରାଯାଇଛି । ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି ଲାଇଟ୍ କମ୍ବାଟ୍…

ବିମାନରେ ବୋମା, ଦିଲ୍ଲୀରେ ଅବତରଣ ପାଇଁ ମିଳିଲାନି ଅନୁମତି; ପିଛା କରୁଛି ସୁଖୋଇ ବିମାନ

ନୂଆଦିଲ୍ଲୀ: ଇରାନର ଏକ ବିମାନରେ ବୋମା ଥିବା ନେଇ ସୂଚନା ମିଳିବା ପରେ ଆତଙ୍କ ଖେଳି ଯାଇଛି । ଭାରତୀୟ ବାୟୁସୀମାରେ ବିମାନଟି ଉଡ଼ୁଥିବା ବେଳେ ବୋମା ଥିବା ଖବର ଆସିଥିଲା । ଫଳରେ ଦିଲ୍ଲୀରେ ବିମାନ ଅବତରଣ ନେଇ ଅନୁମତି ଦିଆଯାଇ ନଥିଲା । ସୂଚନା ପରେ ଭାରତୀୟ ବାୟୁସେନା ହାଇ ଆଲର୍ଟରେ ରହିଛି ।…