Latest Odisha News

BREAKING NEWS

ଆସୁଛି ଦଶହରା, ଝଲସୁଛି ଗାଁଠୁ ସହର

କାମାକ୍ଷାନଗର: ଓଡ଼ିଶାର ଗଣପର୍ବ ଦଶହରାକୁ ନେଇ ଚଳଚଞ୍ଚଳ ହୋଇ ଉଠିଛି ଗାଁ ଠାରୁ ସହର । ମାଆଙ୍କ ଧରାବତରଣ ପରେ ଜନାରଣ୍ୟ ପାଲଟିଛି କାମାକ୍ଷାନଗର । ଢେଙ୍କାନାଳର ଗଣପର୍ବ ଭିତରେ କାମାକ୍ଷାନଗରର ଦଶହରା ପର୍ବ ସମଗ୍ର ଜିଲ୍ଲାରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ରଙ୍ଗାରଙ୍ଗ ଆଲୋକ…

ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ, ୬ରେ ଭୋଟ୍ ଗଣତି

ଭୁବନେଶ୍ୱର: ନଭେମ୍ବର ୩ରେ ହେବ ଧାମନଗର ଉପନିର୍ବାଚନ । ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ତାରିଖ ଘୋଷଣା ହୋଇଛି । ଉପନିର୍ବାଚନ ନେଇ ଅକ୍ଟୋବର ୭ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ଅକ୍ଟୋବର ୧୪ ତାରିଖ ସୁଦ୍ଧା ନାମାଙ୍କନ, ୧୭ ତାରିଖ ମଧ୍ୟରେ ପ୍ରାର୍ଥିପତ୍ର ପ୍ରତ୍ୟାହାର କରାଯାଇ ପାରିବ…

ମାଆଙ୍କୁ ଛାଡ଼ି ନିଆଁରେ ଜଳିଗଲା ସବୁକିଛି, ୫ ଜଣଙ୍କ ମୃତ୍ୟୁ

ଭଦୋହି: ନିଆଁର ଆଁରେ ଜଳି ଯାଇଛି ସବୁକିଛି । ପୂଜା ପେଣ୍ଡାଲ୍ ଛାରଖାର୍ ହୋଇ ଯାଇଥିବା ବେଳେ କେବଳ ମାଆଙ୍କ ମୂର୍ତ୍ତି ରହିଛି । ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା । ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିଥିବା ବେଳେ ନିଆଁ ଲାଗି ଯାଇଥିଲା । ଦେଖୁ ଦେଖୁ ନିଆଁ ବ୍ୟାପିଯାଇ ସବୁକିଛି…

୨୦୨୩ ଅଗଷ୍ଟରେ ବିଏସଏନ୍ଏଲ୍ ଆଣିବ ୫ଜି ସେବା 

ବିଏସଏନ୍ଏଲ୍ ୟୁଜର୍ସଙ୍କ ପାଇଁ ଆସିଲା ବଡ଼ ଖବର  ।  ବିଏସଏନ୍ଏଲ୍ ପ୍ଲାନ ରେ ଉପଲବ୍ଧ ହେବ ୫ଜି ସେବା  । ଏୟାରଟେଲ୍ ଏବଂ ଜିଓ ର ଚିନ୍ତା ବଢାଇବ ବିଏସଏନ୍ଏଲ୍ର ଡାଟା ସୁବିଧା  । ଏୟାରଟେଲ୍ ଏବଂ ଜିଓ ପ୍ଲାନ୍ ଅପେକ୍ଷା ଗ୍ରାହକଙ୍କୁ ଶସ୍ତାରେ ଯୋଗାଇେଦବ ବିଏସଏନ୍ଏଲ୍ ପ୍ଲାନ। କାରଣ ବିଏସଏନ୍ଏଲ୍…

ଦିନ ଗୋଟାଏ ଯାଏ ଖୋର୍ଦ୍ଧା, ପୁରୀ ସହ ୧୧ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ୧୩ ଜିଲ୍ଲାକୁ ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଦିନ ଗୋଟାଏ ଯାଏ ୧୩ଟି ଜିଲ୍ଲାରେ ବର୍ଷା ହୋଇପାରେ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି । ଏଥିସହ ଭଦ୍ରକ, କେନ୍ଦ୍ରାପଡ଼ା,…

ବିୟର ବୋତଲ ଭୁସି ବୃଦ୍ଧାଙ୍କୁ ହତ୍ୟା

ବ୍ରହ୍ମପୁର: ଗଞ୍ଜାମ ଜିଲା ପୋଲସରା ଥାନା ଅନ୍ତର୍ଗତ ଚିକିରିପଡ଼ା ଶାସନରେ ପିଲାମାନଙ୍କ ଝଗଡ଼଼ାକୁ ନେଇ ଜଣେ ବୃଦ୍ଧାଙ୍କୁ ବିୟର ବୋତଲରେ ଭୁସି ହତ୍ୟା କରାଯାଇଛି। ହତ୍ୟା ପରେ ଅଭିଯୁକ୍ତ ଜଣକ ଥାନାରେ ଆତ୍ମସମର୍ପଣ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗ୍ରାମର ବିପ୍ର ସାହୁ ଏବଂ ବସନ୍ତ ସାହୁ…

ଦଳ ବହୁଳ ରାଜନୀତି

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର…  ଦଳବହୁଳ ରାଜନୀତି । ଏକଦଳୀୟ, ଦ୍ୱିଦଳୀୟ, ବହୁଦଳୀୟ ଶାସନବ୍ୟବସ୍ଥାରେ ବ୍ୟୂହବଦ୍ଧ ନିର୍ଦଳୀୟ ଜନସମୁଦାୟ । ସେମାନେ ରାଜନୀତି କରନ୍ତି ନାହିଁ, ଦଳ ଗଢନ୍ତି ନାହିଁ  କିନ୍ତୁ ସେମାନଙ୍କ ନାଆଁରେ ରାଜନୀତି କରାଯାଏ, ଦଳ ଗଢାଯାଏ । ଶାସନର…

ନକଲି ପୋଲିସକୁ ଧରିଲେ ବ୍ରହ୍ମପୁର ଏସପି

ବ୍ରହ୍ମପୁର: ଦୁର୍ଗା ପୂଜା ପାଇଁ ପାଟ୍ରୋଲିଂ କରିବା ସମୟରେ ନକଲି ପୋଲିସକୁ ଧରିଛନ୍ତି ନିଜେ ବ୍ରହ୍ମପୁର ଏସପି ଡା. ସର୍ବଣା ବିବେକ ଏମ୍‍। ପୋଲିସ ଲେଖାହୋଇଥିବା କାର୍‍ ଜବତ କରାଯାଇଛି ଏବଂ ଚାଳକଙ୍କୁ ଅଟକ ରଖାଯାଇଛି। ସେ ସୂଚନା ଦେଇଛନ୍ତି ଯେ, ରବିବାର ପୂଜା ପାଇଁ ପାଟ୍ରୋଲିଂ ଚାଲିଥିବା…

ଦଶହରାରେ ଦାରିଦ୍ର୍ଯ, ବେରୋଜଗାର ପ୍ରସଙ୍ଗ ଉଠାଇଲେ ଆରଏସଏସ ପ୍ରମୁଖ

ନୂଆଦିଲ୍ଲୀ: ଦେଶରେ ବିରୋଧୀଙ୍କ ଯେଉଁ ପ୍ରସଙ୍ଗକୁ କେନ୍ଦ୍ର ସରକାର ତଥା ଶାସକ ଦଳ ବିଜେପି ଏଡାଇ ଦେଉଛି ସେହି ପ୍ରସଙ୍ଗ ଉଠାଇଛନ୍ତି ବିଜେପି ବିଚାରଧାରାର ପ୍ରୟୋଗଶାଳା କୁହାଯାଉଥିବା ଆରଏସଏସ ବା ରାଷ୍ଚ୍ରୀୟ ସ୍ବଯଂସେବକ ସଂଗଠନର ନେତା ତଥା ମହାସଚିବ ଦତ୍ତାତ୍ରେୟ ହୋସବାଲେ। ଦଶହରା ଅବସରରେ…

ମା’ ଆସୁଛନ୍ତି ହେଲେ ସୁନା ଚାନ୍ଦି ମଧ୍ୟରେ ଚଣ୍ଡିପାଠ ଆଉ ଶୁଭୁନି

ପିୟୁଷ ରଞ୍ଜନ ରାଉତଙ୍କ ଆଲେଖ୍ୟ ଚାନ୍ଦି ମେଢ଼, ସୁନା ମୁକୁଟ, ବିଶାଳ ତୋରଣ, ଅହରାତ୍ର ସାଂସ୍କୃତିକ କାର୍ଯ୍ୟକ୍ରମ, ଦୁଲ ଦାଲ ଭଷାଣି ଉତ୍ସବ ; ଇତ୍ୟାଦି ଇତ୍ୟାଦି। ହେଲେ କେବେ ଜାଣିବାକୁ ଚେଷ୍ଟା କରିଛନ୍ତି ଏହା ପଛର ଅର୍ଥ ଆଦାୟର ଭୟାନକ କାହାଣୀ ? ଦୁର୍ଗାପୂଜା ଆଉ ସେକାଳର ଆରମ୍ଭ…