ଆଜିି ଭୁବନେଶ୍ୱରରେ ଜି -୨୦ ବୈଠକ, ‘ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା ପ୍ରଦର୍ଶନୀ’ର ଉଦଘାଟନ କରିବେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର: ଆଜି ଭୁବନେଶ୍ୱର ଠାରେ ଜି-୨୦ ‘ଶିକ୍ଷା ଓ୍ୱାର୍କିଂ ଗ୍ରୁପ’ର ତୃତୀୟ ବୈଠକ ବସିବ। କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର ଆଇଏମଏମଟି ପରିସର ଠାରେ ଆୟୋଜିତ ଜି-୨୦ ଭାରତ ‘ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା’ ପ୍ରଦର୍ଶନୀର…