ମୁମ୍ବାଇ ସମ୍ମୁଖରେ ୨୧୫ ରନର ଲକ୍ଷ୍ୟ ରଖିଲା ପଞ୍ଜାବ
ୱାଙ୍ଖେଡ: ଏଠାରେ ଶନିବାର ଅନୁଷ୍ଠିତ ଆଇପିଏଲର ଦ୍ୱିତୀୟ ମ୍ୟାଚରେ ପଞ୍ଜାବ କିଙ୍ଗସ ୨୧୫ ରନର ବିଜୟ ଲକ୍ଷ୍ୟ ମୁମ୍ବାଇ ଇଣ୍ଡିଆନ୍ସ ସମ୍ମୁଖରେ ରଖିଛି । ପ୍ରଥମେ ବ୍ୟାଟିଂ କରି ପଞ୍ଜାବ ଦଳଗତ ପ୍ରଦର୍ଶନ ମାଧ୍ୟମରେ ବଡ ସ୍କୋର କରିପାରିଥିଲା । ସାମ କୁରାନ ୫୫, ହରପ୍ରୀତ ସିଂ ୪୧ ଓ ଅଥର୍ବ ଟେଡ ୨୯…