ଆଳୁ ଦର ୧୨ ଟଙ୍କାରୁ ଅଧିକ ବିକ୍ରି କଲେ ହେବ କାର୍ଯ୍ୟାନୁଷ୍ଠାନ: ଯୋଗାଣ ବିଭାଗ
ଭୁବନେଶ୍ୱର: ଖୁଚୁରା ବ୍ୟବସାୟୀ ୧୨ ଟଙ୍କାରୁ ଅଧିକରେ ଆଳୁ ବିକ୍ରି କଲେ ଯିବାକୁ ହେବ ଜେଲ୍ । ରାଜଧାନୀର ବିଭିନ୍ନ ମାର୍କେଟରେ ଚଢାଉ କରାଯିବା ସହ ଏଭଳି କଡା ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର ।
ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ରମେଶ ଜେନାଙ୍କ ଅଧ୍ୟକ୍ଷତାରେ ଆଜି ବୈଠକ ବସିଥିଲା ।…