ବଦଳିଲା ସେନାବାହିନୀ ଯୋଗ୍ୟତା ପରୀକ୍ଷା ଢାଞ୍ଚା ; ପ୍ରଥମେ ହେବ ଲିଖିତ ପରୀକ୍ଷା
ଭୁବନେଶ୍ୱର: ସେନାବାହିନୀ ଯୋଗ୍ୟତା ପରୀକ୍ଷା ଢାଞ୍ଚାରେ ହୋଇଛି ପରିବର୍ତ୍ତନ । ସେନାରେ ସାମିଲ ହେବାକୁ ଇଚ୍ଛା କରୁଥିବା ପ୍ରାର୍ଥୀ ପ୍ରଥମେ ଲିଖିତ ପରୀକ୍ଷା ଦେବେ । ଲିଖିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପ୍ରାର୍ଥୀ ଶାରୀରିକ ପରୀକ୍ଷା ପାଇଁ ଯୋଗ୍ୟ ବିବେଚିତ ହେବେ । ଶେଷରେ ହେବ…