ଦେଶକୁ ଦୁର୍ନୀତିମୁକ୍ତ କରିବା ହେଉଛି ସିବିଆଇର ମୁଖ୍ୟ ଦାୟିତ୍ୱ : ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ସୋମବାର ୬୦ ବର୍ଷ ପୂରଣ କରିଛି କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) । ଏହି ଅବସରରେ ନୂଆଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ ହୀରକ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହାକୁ ଉଦଘାଟନ କରିଥିଲେ। ନିଜ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶବାସୀ…