ଆଜି ଘୋଷଣା ହେବ ଯୁକ୍ତ ଦୁଇ ରେଜଲ୍ଟ ତାରିଖ
ଭୁବନେଶ୍ୱର : ଆଜି ଘୋଷଣା ହେବ ଯୁକ୍ତ ଦୁଇ ପରୀକ୍ଷା ଫଳ ତାରିଖ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟାନ୍ତ୍ରକ ସୂଚନା ଦେଇଛନ୍ତି । ପ୍ରଥମେ ବିଜ୍ଞାନ ଓ ତା’ ପରେ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ । ଶେଷରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ ବୋଲି…