କଳାବଜାରୀ/ନକଲି ସାର ନେଇ ୧୨୦୨ ଖୁଚୁରା ବ୍ୟବସାୟୀଙ୍କୁ କାରଣ ଦର୍ଶାଅ ନୋଟିସ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟକୁ ସାର ଯୋଗାଣସ୍ଥିତି ତ୍ୱରାନ୍ୱିତ କରାଯାଇଛି। ସରକାରୀ ତଥ୍ୟ ଅନୁଯାୟୀ ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ଅଛି।
ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ୨୦୨୫ ପାଇଁ ୫୮.୫୦ ଲକ୍ଷ ହେକ୍ଟର ଖରିଫ…