Latest Odisha News

BREAKING NEWS

ଠିକାଦାରଙ୍କ ଠାରୁ ଲାଞ୍ଚ ନେଲା ବେଳେ ଧରାପଡ଼ିଲେ ସହକାରୀ ନିର୍ବାହୀ ଯନ୍ତ୍ରୀ

ବ୍ରହ୍ମପୁର: ଜଣେ ଠିକାଦାରଙ୍କ ବିଲ୍‌ କରାଇଦେବା ପାଇଁ ଲାଞ୍ଚ ନେଲା ବେଳେ ଭିଜିଲାନ୍ସରେ ଧରା ପଡ଼ିଛନ୍ତି ସହକାରୀ ନିର୍ବାହୀ ଯନ୍ତ୍ରୀ। ସେ ହେଲେ ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକର ଯନ୍ତ୍ରୀ ବଂଶୀଧର ପରିଡ଼ା। ଭିଜିଲାନ୍ସର ୮ ଜଣିଆ ଟିମ ବଂଶୀଧରଙ୍କ କାର୍ଯ୍ୟାଳୟ ସମେତ ବ୍ରହ୍ମପୁର ସହର ଆଙ୍କୁଲି…

ଫଳ ବିକାଳି ମହିଳାଙ୍କ ପାଖରୁ ମିଳିଲା ୧୨୭ ଗ୍ରାମ୍‌ ବ୍ରାଉନସୁଗର

ବ୍ରହ୍ମପୁର: ବ୍ରହ୍ମପୁର ସିଟି ହସପିଟାଲ ନିକଟରେ ଠେଲା ଗାଡିରେ ଫଳ ବିକ୍ରି କରୁଥିବା ଜଣେ ମହିଳାଙ୍କ ନିକଟରୁ ସୋମବାର ୧୨୭ ଗ୍ରାମ ବ୍ରାଉନ ସୁଗର ଜବତ କରିଛି ଅବକାରୀ ବିଭାଗ। ଗିରଫ ମହିଳା ଜଣକ ହେଲେ ଗେଟବଜାରର ସୁକାନ୍ତି ବେହେରା। ଜବତ ବ୍ରାଉନସୁଗର୍‌ର ବଜାର ମୂଲ୍ୟ ପ୍ରାୟ ୧୨ ଲକ୍ଷ ଟଙ୍କା…

ହାର୍ଦ୍ଦିକ, ଦୀପକଙ୍କୁ ବିଶ୍ରାମ: ଦଳରେ ସାମିଲ ହେଲେ ଶାହାବାଜ, ଶ୍ରେୟାଶ

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ସିରିଜ ପୂର୍ବରୁ ଭାରତୀୟ ଦଳରେ ପରିବର୍ତନ କରାଯାଇଛି । ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଓ ଦୀପକ ହୁଦାଙ୍କ ବଦଳରେ ବାମହାତୀ ସ୍ପିନର ଶାହାବାଜ ଅହମ୍ମଦ ଓ ବ୍ୟାଟ୍ସମ୍ୟାନ ଶ୍ରେୟାଶ ଆୟାରଙ୍କୁ ଦଳରେ ସାମିଲ କରାଯାଇଛି । ହାର୍ଦ୍ଦିକଙ୍କୁ…

ରାଜ୍ୟରେ ବଢିଛି ରାଜସ୍ୱ ଅବିବୃଦ୍ଧି

ଭୁବନେଶ୍ୱର : ଭୁବନେଶ୍ୱର ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ବର୍ଷ ଅଗଷ୍ଟ ଶେଷସୁଦ୍ଧା ରାଜ୍ୟର ସମୁଦାୟ ରାଜସ୍ୱ ସଂଗ୍ରହରେ  ପ୍ରାୟ ୧୫.୫୫ ଶତକଡା ଅବିବୃଦ୍ଧି ହୋଇଛି ।  ଗତ ବର୍ଷ ଏହି ସମୟସୁଦ୍ଧା ସମୁଦାୟ ରାଜସ୍ୱ ସଂଗ୍ରହ ୩୧,୫୪୮.୪୯ କୋଟି ଟଙ୍କା ଥିବାବେଳେ  ଚଳିତ ବର୍ଷ  ଏହା ପ୍ରାୟ ୩୬,୪୫୫…

ନୀରଜ ଗ୍ୟାଙ୍ଗ ବିରୋଧରେ ହାତ ମିଳାଇଲେ ରାଜେଶ, ଗୋଲ୍ଡି,ଲରେନ୍ସ ଗ୍ରୁପ

ନୂଆଦିଲ୍ଲୀ: ନୂଆଦିଲ୍ଲୀ, ପଞ୍ଜାବ ଓ ହରିୟାଣାରେ ବଡ ଧରଣର ଗ୍ୟାଙ୍ଗୱାର ହେବାକୁ ଯାଉଥିବା ପୋଲିସ ବିଭାଗ ପକ୍ଷରୁ ସତର୍କ କରାଇ ଦିଆଯାଇଛି । ନିକଟରେ ରାଜେଶ ବବାନିଆ ଗ୍ୟାଙ୍ଗର ୪ ବଦମାସ ଧରାପଡିବା ପରେ ସେମାନଙ୍କ ନିକଟରୁ ଏହି ତଥ୍ୟ ସମ୍ମୁଖକୁ ଆସିଛି । ନୀରଜ ବାବାନିଆ ଗ୍ୟାଙ୍ଗ ବିରୋଧରେ…

ବାଲୁକା କଳାରେ କ୍ଷୁଦ୍ର କୋଣାର୍କ : ପର୍ଯ୍ୟଟନ ପାଇଁ ନିଆରା ପ୍ରୟାସ

ପୁରୀ: ବିଶ୍ବ ପର୍ଯ୍ୟଟନ ଦିବସ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ  ।  ଓଡିଶାର କଳା ସଂସ୍କୃତିକୁ ସାରା ବିଶ୍ୱ ରେ ପରିଚିତ କରିବା ପାଇଁ ପୁରୀ ବେଳାଭୂମିରେ ନିର୍ମାଣ କଲେ ବାଲିର ଖୁଦ୍ର କୋଣାର୍କ ମିନ୍ଦିର । ଏହି…

ଆଜମ ଖାଁ, ଅବଦୁଲ୍ଲାଙ୍କ ପତା ମିଳୁନି

ରାମପୁର:ସମାଜବାଦୀ ପାର୍ଟିର ପୂର୍ବତନ ବିଧାୟକ ଆଜମ ଖାଁ ଏବଂ ତାଙ୍କ ପୁତ୍ର ଅବଦୁଲ୍ଲା ଆଜମଙ୍କ ପତା ମିଳୁନି । ଯାହାକୁ ନେଇ ସ୍ଥାନୀୟ ପୋଲିସ ଚିନ୍ତାରେ ପଡିଛି । ହାର୍ଟ ଆଟାକର ଚିକିତ୍ସା ପାଇଁ ଦିଲ୍ଲୀ ଆସିବା ପରେ ଏବେ ଆଜମଙ୍କ ପତା ମିଳୁନି । ତାଙ୍କ ବିରୋଧରେ ଅନେକଗୁଡିଏ ମୋକଦ୍ଦମା ରୁଜୁ…

ବିଜେଡିର ଜନ ସମ୍ପର୍କ ପଦଯାତ୍ରା

ଭୁବନେଶ୍ୱର : ବିଜେଡି ପ୍ରତିବର୍ଷ ଗାନ୍ଧୀ ଜୟନ୍ତୀରୁ ଜୟପ୍ରକାଶ ଜୟନ୍ତୀ ପର୍ଯ୍ୟନ୍ତ ବିଭିନ୍ନ ସାମାଜିକ ଓ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିଥାଏ  । ଏହି ବର୍ଷ  ମଧ୍ୟ ଅନୁରୂପ କାର୍ଯ୍ୟକ୍ରମ ଅକ୍ଟୋବର ୨ରୁ ଆରମ୍ଭ ହେବ ବୋଲି ବିଜୁ ଜନତା ଦଳ ପକ୍ଷରୁ ସୂଚନା ମିଳିଛି। ଦୁଇ ଦଶନ୍ଧିରୁ…

ସୋନିଆ ମାଗିଲେ ରିପୋର୍ଟ, ମାକେନ କହିଲେ ବିଧାୟକଙ୍କ ତିନି ସର୍ତ୍ତ

ନୂଆଦିଲ୍ଲୀ: ରାଜସ୍ଥାନରୁ ଫେରି ୧୦ ଜନପଥରେ କଂଗ୍ରେସର ଅନ୍ତରୀଣ ସଭାପତି ସୋନିଆ ଗାନ୍ଧୀଙ୍କ ନିକଟରେ ସମସ୍ତ କଥା କହିଛନ୍ତି ଅଜୟ ମାକେନ ଏବଂ ମଲ୍ଲିକାର୍ଜୁନ ଖାଡଗେ। ଦଳର ଉଭୟ ପର୍ଯ୍ୟବେକ୍ଷକ ମଲ୍ଲିକାର୍ଜୁନ ଖାଡଗେ ଏବଂ ଅଜୟ ମାକେନ୍ ସୋନିଆ ଗାନ୍ଧୀଙ୍କୁ ରାଜସ୍ଥାନରେ ଦଳରେ ଦେଖାଦେଇଥିବା…

ଗେହଲଟ ଆଉଟ୍, କଂଗ୍ରେସ ଅଧ୍ୟକ୍ଷ ରେସରେ ୧୦ ଜନପଥର ତିନି ବିଶ୍ବସ୍ତ !

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି। ହେଲେ ନେତୃତ୍ବକୁ ନେଇ ରାଜସ୍ଥାନ କଂଗ୍ରେସରେ ଦେଖା ଦେଇଥିବା ସଙ୍କଟ ନିର୍ବାଚନ ଯେଉଁଭଳି ସ୍ବାଭାବିକ ଭାବରେ ହେବ ବୋଲି ଆଶା କରାଯାଉଥିଲା ସେଥିରେ ବ୍ୟତିକ୍ରମ ହୋଇଛି। ପ୍ରଥମେ ଅଶୋକ ଗେହଲଟ ଏବଂ ଶଶୀ…