Latest Odisha News

BREAKING NEWS

ଅଭୟକାନ୍ତ ଓ ପୁଅ ଆକାଶ ପାଠକଙ୍କ ନାଁରେ ଏତଲା

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ଆଇଏଫଏସ ଅଭୟକାନ୍ତ ପାଠକ ଓ ପୁଅ ଆକାଶ ପାଠକଙ୍କ ନାଁରେ ଭୁବନେଶ୍ୱର ଖାରବେଳନଗର ଥାନାରେ ଏତଲା। ସ୍କାଏ କିଙ୍ଗର ମ୍ଯାନେଜିଂ ପାର୍ଟନର ପ୍ରଭାସ ଚୌଧୁରୀ ଏତଲା ଦେଇଛନ୍ତି। ଅଭିଯୋଗରେ ସେ ଦର୍ଶାଇଛନ୍ତି ଯେ, ଆକାଶ ତାଙ୍କ ଜରିଆରେ…

ଲୁଇସ ହାମିଲଟନଙ୍କୁ କରୋନା

ନୂଆଦିଲ୍ଲୀ: ଫର୍ମୁଲା ୱାନ କାର ରେସର ବିଜେତା ଲୁଇସ ହାମିଲଟନ କୋଭିଡ୧୯ ପଜିଟିଭ ଥିବା ଜଣାପଡିଛି । ଫଳରେ ସେ ଆଗାମୀ ଶାଖିରା ଗ୍ରାଁ ପ୍ରିରେ ଅଂଶଗ୍ରହଣ କରିବେ ନାହିଁ । ହାମିଲଟନ ବାହାରିନ୍ ଗ୍ରାଁ ପ୍ରି ଜିତିବା ସହ ରେକର୍ଡ ୭ଥର ଫର୍ମୁଲା ୱାନ ଟାଇଟଲ ହାସଲ କରିଛନ୍ତି । ଗତ ସପ୍ତାହରେ…

ଦେଶରେ ପ୍ରଥମ ବିଶ୍ୱସ୍ତରୀୟ ପ୍ରିମିୟମ ଗ୍ରେଡ୍ ପେଟ୍ରୋଲ ‘ଅକ୍ଟେନ ୧୦୦’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ମଙ୍ଗଳବାର ଇଣ୍ଡିଆନ ଅଏଲ ଦ୍ୱାରା ବିକଶିତ ଦେଶର ପ୍ରଥମ ବିଶ୍ୱସ୍ତରୀୟ ପ୍ରିମିୟମ ଗ୍ରେଡ୍ ପେଟ୍ରୋଲ ‘ଅକ୍ଟେନ ୧୦୦’ର ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ସେ କହିଛନ୍ତି, ଏହି ହାଇଗ୍ରେଡ୍…

ବିଶ୍ୱ ଏଡସ୍ ଦିବସ: ପ୍ରଥମଥର ପାଇଁ ଏଚ.ଆଇ.ଭି. ସିଫିଲିସ ଦ୍ୱୈତ ପରୀକ୍ଷଣ କିଟ ଲୋକାର୍ପିତ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ 

ଭୁବନେଶ୍ୱର: ଦେଶରେ ପ୍ରଥମ ଥର ପାଇଁ ଓଡ଼ିଶା ରାଜ୍ୟରେ ଗର୍ଭବତୀ ମହିଳା ମାନଙ୍କର ଗୋଟିଏ ଥର ରକ୍ତ ନମୂନା ସଂଗ୍ରହରେ ଏଚ.ଆଇ.ଭି ଓ ସିଫିଲିସ ପରୀକ୍ଷା କରାଇବା ପାଇଁ ରାଷ୍ଟ୍ରୀୟ ସ୍ୱାସ୍ଥ୍ୟ ମିଶନ ସହଯୋଗରେ ବିକଶିତ ଏଚ.ଆଇ.ଭି. ଓ ସିଫିଲିସ ଦ୍ୱୈତ ପରୀକ୍ଷଣ କିଟକୁ ମାନ୍ୟବର ସ୍ୱାସ୍ଥ୍ୟ ଓ…

ଖୋଲିଲା ପାଠକ ପେଡି: ଆକାଶଙ୍କ ଆକାଉଣ୍ଟରେ ୧୪.୭୭ କୋଟି

ଭୁବନେଶ୍ବର: ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକଙ୍କ ମିଛ ସାମ୍ରାଜ୍ୟର ପେଡି ଖୋଲିଛି ଭିଜିଲାନ୍ସ । ଆକାଶଙ୍କ ଆକାଉଣ୍ଟରେ ଜମା ଥିଲା ୧୪.୭୭ କୋଟି । ଆକାଶଙ୍କ ତିନିଟି ଆକାଉଣ୍ଟରେ ଟଙ୍କା ଜମା ହୋଇଥିଲା । ୯ କୋଟି ଟଙ୍କା ଜମା ଥିବା ପୂର୍ବରୁ ସୂଚନା ଦେଇଥିଲା ଭିଜିଲାନ୍ସ । ଭୁବନେଶ୍ବର ଓ…

ଓଡ଼ିଶା ଖଣି ନିଗମ ପାଇଁ ୨ଟି ଆପ୍ ଲଞ୍ଚ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ଭିଡିଓ କନଫରେନ୍ସିଂ ଜରିଆରେ ଓଏମସିର କଷ୍ଟମର ଇଣ୍ଟିଗ୍ରେଟେଡ୍ ମ୍ୟାନେଜମେଣ୍ଟ ସର୍ଭିସେସ୍ (ସିଆଇଏମ୍ଏସ୍) ଏବଂ ଷ୍ଟକ୍ୱାର୍ଡ ମ୍ୟାନେଜମେଣ୍ଟ ସିଷ୍ଟମ୍ (ଏସ୍ଏମ୍ଏସ୍) ଭଳି ୨ଟି ଆପ୍ ଲଞ୍ଚ କରିଛନ୍ତି। ଏହି ଦୁଇ ଆପ ୫ଟି ଅନ୍ତର୍ଗତ…

ଭାରତ-ଅଷ୍ଟ୍ରେଲିଆ ତୃତୀୟ ଦିନିକିଆରେ ରେକର୍ଡ ଅପେକ୍ଷାରେ କୋହଲି, ସାମି

କାନବେରା: ଭାରତ-ଅଷ୍ଟ୍ରେଲିଆ ଦିନିକିଆ କ୍ରିକେଟ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ଏଠାରେ ଖେଳାଯିବ । ଅଷ୍ଟ୍ରେଲିଆ ୨-୦ରେ ଅଗ୍ରଣୀ ରହି ଆଗୁଆ ସିରିଜ ଜିତିନେଇଛି । ଭାରତ ଏହି ମ୍ୟାଚରେ ବିଜୟ ହାସଲ କରି ସମ୍ମାନ ରକ୍ଷା କରିବା ପାଇଁ ଚାହିଁବ । ତେବେ ଟିମ୍ ଇଣ୍ଡିଆର ଅଧିନାୟକ ବିରାଟ କୋହଲି…

ଭାରତରେ ଋଷ ଭ୍ୟାକସିନ୍ ସ୍ପୁଟନିକ୍-୫ର କ୍ଲିନିକାଲ ଟ୍ରାଏଲ

ନୂଆଦିଲ୍ଲୀ: ଋଷ ଭ୍ୟାକସିନ୍ ସ୍ପୁଟନିକ୍-୫ର କ୍ଲିନିକାଲ ଟ୍ରାଏଲ ଭାରତରେ ଆରମ୍ଭ ହୋଇଛି । ଡକ୍ଟର ରେଡ୍ଡିଜ୍ ଲାବରୋଟୋରିଜ୍ ଲିମିଟେଡ ଓ ଆରଡିଆଇଏଫ୍ ଏନେଇ ଘୋଷଣା କରିଛନ୍ତି । ସେଣ୍ଟ୍ରାଲ ଫାର୍ମାସ୍ୟୁଟିକାଲ ଲାବ୍ରୋଟାରୀରୁ ଜରୁରୀ ଅନୁମତି ପାଇବା ପରେ କ୍ଲିନିକାଲ ଟ୍ରାଏଲ ଆରମ୍ଭ ହୋଇଥିବା…

ଆରମ୍ଭ ହେଲା କୋଣାର୍କ ମହୋତ୍ସବ; ପ୍ରଥମ ସନ୍ଧ୍ୟାରେ ଓଡ଼ିଶୀ ଓ ଭାରତନାଟ୍ୟମରେ ଶିବ ଆରାଧନା

କୋଣାର୍କ: ଓଡ଼ିଶା ପର୍ଯ୍ୟଟନ ବିଭାଗ ନିବେଦିତ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ସହଯୋଗରେ ଆୟୋଜିତ କୋଣାର୍କ ଉତ୍ସବ ୨୦୨୦ ଉଦ୍‍ଘାଟିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡ଼ିଜିଟାଲ ମୋଡ୍‍ରେ ଶୁଭ ଉଦ୍‍ଘାଟନ କରି କୋଣାର୍କ ଉତ୍ସବର ସଫଳତା କାମନା…

ସୋଆରେ ପୂର୍ବାଂଚଳ ପ୍ରାକ୍ ସାଧାରଣତନ୍ତ୍ର ଦିବସ ଏନ୍‌ଏସ୍‌ଏସ୍ ପ୍ୟାରେଡ କ୍ୟାମ୍ପ ଉଦ୍‌ଯାପିତ 

ଭୁବନେଶ୍ୱର: ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପ୍ୟାରେଡ ନିମନ୍ତେ ନ୍ୟାସ୍‌ନାଲ୍ ସର୍ଭିସ ସ୍କିମ୍ (ଏନ୍‌ଏସ୍‌ଏସ୍‌)ର କଂଟିଜେଂଟ ଚୟନ ନିମନ୍ତେ ଆୟୋଜିତ ୧୦ ଦିନିଆ ପୂର୍ବାଂଚଳ ପ୍ରି ରିପବ୍ଲିକ୍ ଡେ କ୍ୟାମ୍ପ ଉଦ୍‌ଯାପିତ ହୋଇଯାଇଛି । ନଭେମ୍ବର ୨୨ ତାରିଖରୁ ଶିକ୍ଷା…