କଂଗ୍ରେସ ଅଧ୍ୟକ୍ଷ ରେସରୁ ଗେହଲୋଟ୍ ଆଉଟ୍, କମଲନାଥ୍ ଇନ୍ !
ନୂଆଦିଲ୍ଲୀ: ରାଜସ୍ଥାନ ରାଜଧାନୀ ଜୟପୁରରୁ ଦେଶର ରାଜଧାନୀ ଦିଲ୍ଲୀ କଂଗ୍ରେସ ଶିବିର ଚଳଚଞ୍ଚଳ ହୋଇଛି। ମୁଖ୍ୟମନ୍ତ୍ରୀ ପଦକୁ ନେଇ ଅଶୋକ ଗେହଲୋଟଙ୍କ ଶିବିର ବିଦ୍ରୋହ କରିବା ପରେ ଅନେକ ରାଜନୈତିକ ସମୀକରଣ ବଦଳିବାରେ ଲାଗିଛି। କଂଗ୍ରେସ ସଭାପତି ପଦ ପାଇଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା…