ପୋଲିସ ଗାଡ଼ିକୁ ପିଟିଲା ଟ୍ରକ୍ ; ୨ ମୃତ, ୩ ଗୁରୁତର
ବୌଦ୍ଧ : ସକାଳୁ ସକାଳୁ ଅଘଟଣ । କମଳପୁର ଛକ ନିକଟରେ ପୁଲିସ ଗାଡ଼ି ଟ୍ରକ୍ ମୁହାଁମହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି।
ମୃତ ଦୁଇଜଣ ହେଲେ ଡ୍ରାଇଭର ପ୍ରଶାନ୍ତ ଓ ହୋମଗାର୍ଡ ଜଗନ୍ନାଥ ମେହେର । ଏବଂ ଆହତମାନେ ହେଲେ …