କେନ୍ଦ୍ର-ଦିଲ୍ଲୀ କଳି, କେଜ୍ରିୱାଲଙ୍କୁ ସମର୍ଥନ ଜଣାଇଲା କଂଗ୍ରେସ
ନୂଆଦିଲ୍ଲୀ: ଦିଲ୍ଲୀରେ ଅଧିକାରୀଙ୍କୁ ନିଯୁକ୍ତି, ବଦଳି ନେଇ କେନ୍ଦ୍ରର ଅଧ୍ୟାଦେଶକୁ ନେଇ ରାଜନୈତିକ ଉଷ୍ମତା ଭିତରେ ଆପକୁ ସମର୍ଥନ ଜଣାଇଛି କଂଗ୍ରେସ । ବରିଷ୍ଠ କଂଗ୍ରେସ ନେତା ଆନନ୍ଦ ଶର୍ମା ସୋମବାର କହିଛନ୍ତି, ଦିଲ୍ଲୀ ସରକାର ଅଧିକାରୀଙ୍କୁ ନେଇ ସୁପ୍ରିକୋର୍ଟ ଦେଇଥିବା ରାୟ ସହ ଆମେ ଅଛୁ ।…