ଆଜି ପୁରୀ ଠାରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ଦଶମ ପରାମର୍ଶଦାତା କମିଟି ବୈଠକ
ପୁରୀ : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ‘ଦଶମ ପରାମର୍ଶଦାତା କମିଟି’ ବୈଠକ ଆଜି ପୁରୀରେ ଅନୁଷ୍ଠିତ ହେବ ।
ଏହି ବୈଠକରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ରାଷ୍ଟ୍ର ମନ୍ତ୍ରୀ ଡ.…