ଆଜି ପବିତ୍ର ଅଳାଁ ନବମୀ, ରାଧା ପାଦ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ
ଭୁବନେଶ୍ବର: ଆଜି ପବିତ୍ର ଅଳାଁ ନବମୀ। ରାଧା ପାଦ ଦର୍ଶନ ପାଇଁ ପୁରୀ ଜିଲ୍ଲା ସାକ୍ଷୀଗୋପାଳରେ ଭକ୍ତଙ୍କ ପ୍ରବଳ ଭିଡ଼।
ଏହି ପବିତ୍ର ଅଳାଁ ନବମୀ ଅବସରରେ ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ। ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଭକ୍ତଙ୍କ…